ବାପାକୁ ପଛରେ ପକାଇଲା ପୁଅ,ଏନ୍. ଡି. ଏ ର ବାଜିମାତ୍ ଭଞ୍ଜନଗରରେ ବିଜେପିର ବିଜୟ ଉତ୍ସବ*
ଭଞ୍ଜନଗର ରୁ (ଉଦୟନାଥ ପଣ୍ଡା ): ନୂଆପଡ଼ା ଉପନିର୍ବାଚନରେ ବାପାଙ୍କୁ ପଛରେ ପକାଇଲା ପୁଅ। ସବୁ ରେକର୍ଡ ଭାଙ୍ଗି ବିଜୟ ହୋଇଛନ୍ତି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ଲଗାତାର ଭାବରେ ସବୁ ରାଉଣ୍ଡରେ ପ୍ରଥମ ସ୍ଥାନରେ ରହି ବିଜୟ ହାସଲ କରିଛନ୍ତି ଜୟ ଢୋଲକିଆ । ବୃହତ ବ୍ୟବଧାନରେ ଏକତରଫା ଭାବେ…