ପାପଡ଼ାହାଣ୍ଡିରେ ଶହୀଦ ସ୍ମୃତି ଦିବସ ପାଳିତ
ଅମର ଶହୀଦଙ୍କ ତ୍ୟାଗ, ବୀରତ୍ୱ ଓ ଦେଶପ୍ରେମକୁ ସ୍ମରଣ କଲା ନବରଙ୍ଗପୁର
ନବରଙ୍ଗପୁର, ତା. ୨୪.୦୮.୨୦୨୬: ନବରଙ୍ଗପୁର ଜିଲ୍ଲାର ପାପଡ଼ାହାଣ୍ଡିସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ଶ୍ରଦ୍ଧା, ସମ୍ମାନ ଓ ଦେଶପ୍ରେମର ଭାବନାରେ ଶହୀଦ ସ୍ମୃତି ଦିବସ ପାଳିତ ହୋଇଛି।!-->!-->!-->!-->!-->…