ମେଡିକାଲ କଲେଜ ନିର୍ମାଣ ଦାବି: ୨ରେ ଶୋଭାଯାତ୍ରା ଓ ଦାବିପତ୍ର ପ୍ରଦାନ
ନୟାଗଡ଼(ବିଶ୍ୱଜିତ ନାୟକ):- ନୟାଗଡ଼ ଜିଲ୍ଲା ସଦରମହକୁମାରେ ମେଡିକାଲ କଲେଜ ସ୍ଥାପନ ଦାବି ନେଇ ୭ଟି ବ୍ଲକରୁ ଦାବି ହେଉଛି । ଏନେଇ ଆଜି ନୟାଗଡ଼ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୨ ତାରିଖ ଶୁକ୍ରବାର ଦିନ ସକାଳ ୧୦ ଘଟିକାରେ ନୟାଗଡ଼ ଜିଲ୍ଲା…