ରକ୍ତଚାପ ସଚେତନ ଓ ସ୍ଵାସ୍ଥ୍ୟ ଶିବିର
ବ୍ରହ୍ମପୁର: ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ରକ୍ତଚାପ ସଚେତନତା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଆରୋଗ୍ୟ ଭାରତୀ ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି ରକ୍ତଚାପ ରୋଗର କାରଣ ନିରାକରଣ ସମ୍ବନ୍ଧରେ ବୁଝାଇଥିଲେ l ଆମିଷ,ପନିର, ଅଶୁଦ୍ଧ…