ଜିଲ୍ଲା କଂଗ୍ରେସ ପକ୍ଷରୁ ୧୪୦ତମ ଜାତୀୟ କଂଗ୍ରେସ ପ୍ରତିଷ୍ଠା ଦିବସ ପାଳନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମାର ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ରେ ୧୪୦ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲା କଂଗ୍ରେସ ସଭାପତି ତଥା ମୋହନା ବିଧାୟକ ଶ୍ରୀ ଯୁକ୍ତ ଦାସରଥି ଗମାଙ୍ଗ ଙ୍କ…