ବୋଇତ ବନ୍ଦାଣ ଯାତ୍ରା ଉତ୍ସବ ଉଦଘାଟିତ
ନୟାଗଡ଼(ବିଶ୍ୱଜିତ ନାୟକ):- ନୟାଗଡ଼ ପୁରୁଣା ସହର ମଣ୍ଡାବାଗନ୍ ପଡ଼ିଆରେ ୨୨ ତମ ବୋଇତ ବନ୍ଦାଣ ଯାତ୍ରା ଉତ୍ସବ ଉଦଘାତିତ୍ ହୋଇଯାଇଛି। ଆୟୋଜିତ ଉଦଘାଟନ ସଭାରେ ମୁଖ୍ୟ ଅତିଥି ଭାବେ ନୟାଗଡ ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ, ଅତିଥି ଭାବେ ନୟାଗଡ଼ ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, ରଣପୁର…