ମହେନ୍ଦ୍ର ତନୟା ସାହିତ୍ୟ ସଂସଦ ପକ୍ଷରୁ ଅତିବଡ଼ି ଜଗନ୍ନାଥ ଦାସ ଜୟନ୍ତୀ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଅନ୍ତର୍ଗତ ମହେନ୍ଦ୍ର ତନୟା ସାହିତ୍ୟ ସଂସଦ , ପାରଳାଖେମୁଣ୍ଡି , ଗଜପତି ଶାଖା ପକ୍ଷରୁ ଅତିବଡ଼ି ଜଗନ୍ନାଥ ଦାସ ଜୟନ୍ତୀ ଉତ୍ସବ ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଆ

ସର୍ବସାଧାରଣ ସ୍ଥାନରେ ମଦ୍ୟପାନ ବିରୋଧୀ ଅଭିଯାନ ଜାରି, ୬ ଜଣ ଅଟକ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସର୍ବସାଧାରଣ ସ୍ଥାନରେ ମଦ୍ୟପାନ ଓ ଉପଦ୍ରବ ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନର ଅଂଶସ୍ୱରୂପ, ୧୯.୦୯.୨୦୨୬ ସନ୍ଧ୍ୟା ସମୟରେ ପାରଳାଖେମୁଣ୍ଡି ପୋଲିସର ପାଟ୍ରୋଲିଂ ଟିମ୍ ସହରର ବିଭିନ୍ନ ସ୍ଥାନରେ ଯାଞ୍ଚ କରିଥିଲେ।ପାଟ୍ରୋଲିଂ ସମୟରେ

ରାଧାକୃଷ୍ଣ ମହିଳା ନାମ ସଂକୀର୍ତ୍ତନ ମଣ୍ଡଳୀକୁ ଭବ୍ୟ ସମ୍ବର୍ଦ୍ଧନା

ବେଗୁନିଆପଡା:୧୯/୦୯/୨୬(ରଜତ ପଟ୍ଟନାୟକ) ବେଗୁନିଆପଡା ବ୍ଲକ ଅନ୍ତର୍ଗତ ଛଚିନା ସ୍ଥିତ ରାଧାକୃଷ୍ଣ ମହିଳା ନାମ ସଂକୀର୍ତ୍ତନ ମଣ୍ଡଳୀକୁ ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି।ମହାସଂଘ ମହାସଚିବ ସୁବାସ ଚନ୍ଦ୍ର ସାହୁ ରୋଶନ୍ ସଂକୀର୍ତ୍ତନ

ହିଞ୍ଜିଳିକାଟୁରେ ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ।

ହିଞ୍ଜିଳିକାଟୁ:୧୬/୦୯/୨୬(ରଜତ ପଟ୍ଟନାୟକ)ହିଞ୍ଜିଳିକାଟୁର ଲକ୍ଷ୍ମୀ ନୃସିଂହ କଳାମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ଟାଇକଣ୍ଡ ପ୍ରତିଯୋଗିତା ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି।ଏହି କ୍ରୀଡ଼ା ମହୋତ୍ସବରେ ଜିଲ୍ଲା ଅଧୀନସ୍ଥ ସମସ୍ତ ବିଦ୍ୟାଳୟରୁ

ବାସୁଦେବପୁର ଗଣେଶ ପୂଜାରେ ପୌରାଣିକ ସଂସ୍କୃତିର ଝଲକ

ମେଲୋଡି ଓ ଡିଜେକୁ ବାଦ୍ ଦେଇ ରାଧାପ୍ରେମ ଲୀଳାଠାରୁ ପାଲା, ଦାସକାଠି ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ ବେଲଗୁଣ୍ଠା, ୧୯/୯:-(ଶିବରାମ ଚୌଧୁରୀ )-ଆଧୁନିକତାର ଚାକଚକ୍ୟ ଓ ଡିଜେର କୋଳାହଳଠାରୁ ଦୂରେଇ ପୌରାଣିକ କଳା, ସଂସ୍କୃତି ଓ ପରମ୍ପରାକୁ ଗୁରୁତ୍ୱ ଦେଇ ଗଣେଶ ପୂଜା ପାଳନ କରୁଛି

ସୋଆ ଦନ୍ତ ଚିକିତ୍ସା ଛାତ୍ରୀଙ୍କୁ ସମ୍ମାନଜନକ ଆଇସିଏମ୍‌ଆର୍ ଏମ୍‌ଡିଏସ୍ ଥେସିସ୍ ଗ୍ରାଂଟ

ଭୁବନେଶ୍ୱର, ସେପେ୍‌ଟମ୍ବର ୧୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ ସାଇନ୍‌ସେସ୍ (ଆଇଡିଏସ୍‌)ର ଦୁଇଜଣ ସ୍ନାତକୋତର ଛାତ୍ରୀ ୨୦୨୬ ପାଇଁ ଆଇସିଏମ୍‌ଆର୍ ଏମ୍‌ଡିଏସ୍ ଥେସିସ୍ ଗ୍ରାଂଟ ନିମନ୍ତେ ମନୋନୀତ ହୋଇଛନ୍ତି । ଏକାଡେମିକ୍ ଉତ୍କର୍ଷତା

ଜଙ୍ଗଲ ଜମି ପଟ୍ଟା ପାଇଁ ଆଦିବାସୀଙ୍କ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଦିବାସୀଙ୍କୁ ଜଙ୍ଗଲ ଜମିର ଅଧିକାର ପ୍ରଦାନ ପାଇଁ ସରକାରଙ୍କ ପ୍ରାବଧାନ ରହିଛି। ହେଲେ ଦୀର୍ଘଦିନ ଧରି ନିଜ ଅଧିକାରରୁ ବଞ୍ଚିତ ହୋଇଛନ୍ତି ଗଜପତି ଜିଲ୍ଲା ରାୟଗଡ ବ୍ଲକ ଲାଇଲାଇ ପଞ୍ଚାୟତର ସାନଲବା ଗ୍ରାମର ୮୫ ଆଦିବାସୀ ପରିବାର।

ବେଆଇନ ବାଣ ଗଚ୍ଛିତ ଓ ବିକ୍ରି ବିରୋଧରେ ପାରଳାଖେମୁଣ୍ଡି ପୋଲିସର କାର୍ଯ୍ୟାନୁଷ୍ଠାନ,

ଦୁଇଟି ମାମଲାରେ ୧୪ ଲକ୍ଷରୁ ଅଧିକ ମୂଲ୍ୟର ବାଣ ଜବତ ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ବିନା ବୈଧ ଲାଇସେନ୍ସରେ ବାଣ ଗଚ୍ଛିତ ରଖିବା ଓ ବିକ୍ରି କରିବା ବିରୋଧରେ ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ କରାଯାଇ ଦୁଇଟି ପୃଥକ ମାମଲାରେ ୧୪ ଲକ୍ଷରୁ ଅଧିକ ମୂଲ୍ୟର

“ପ୍ଲାଷ୍ଟିକ ବର୍ଜ୍ୟବସ୍ତୁରୁ ଇନ୍ଧନ ଓ ଶକ୍ତି ଉତ୍ପାଦନ” ବିଷୟକୁ ନେଇ ଏକ ସଚେତନତା ମୂଳକ କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ରଛାତ୍ରୀ ମାନଙ୍କ ତରଫରୁ "ପ୍ଲାଷ୍ଟିକ ବର୍ଜ୍ୟବସ୍ତୁରୁ ଇନ୍ଧନ ଓ ଶକ୍ତି ଉତ୍ପାଦନ" ବିଷୟକୁ ନେଇ ଏକ ସଚେତନତା ମୂଳକ କାର୍ଯ୍ୟକ୍ରମ ଚିତ୍ରକାର ଲକ୍ଷ୍ମୀପୁର ଗ୍ରାମ ଠାରେ ଅନୁଷ୍ଠିତ ହୋଇଯାଇଛି।ଏଥିରେ

ବ୍ଲକ୍ କାର୍ଯାଳୟ ସମୁଖରେ ଭତ୍ତା ପାଇଁ ବିକ୍ଷୋଭ

ଯାଜପୁର : 19/09/26 କୋରେଇ ପଂଚାୟତ ସମିତି କାର୍ଯ୍ୟାଳୟ (ବ୍ଲକ ଅଫିସ)ସମ୍ମୁଖରେ ଜାତୀୟ ସୁରକ୍ଷା ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଭିନ୍ନକ୍ଷମ ଭତ୍ତାର ସହାୟତା ରାଶି ବ୍ୟାଙ୍କ ଏକାଉଣ୍ଟ୍ କୁ ଆସିନଥିବାରୁ ଭତ୍ତାଧାରୀମାନେ ନାହିଁନଥିବା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି, ତେଣୁ ବି ଡି