ରାଷ୍ଟ୍ରୀୟ ଏକତା ଦିବସ ଏବଂ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ –25 ଶିବିର ଅନୁଷ୍ଠିତ l
ନୟାଗଡ଼(ବିଶ୍ୱଜିତ ନାୟକ) :- ଜିଲ୍ଲା ଦୌରା ଜଜ ତଥା ଆଇନ ସେବା ପ୍ରାଧିକରଣ ଅଧକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦେଶରେ ସଚିବ, ଅଞ୍ଜଳି ମଛଖଣ୍ଡଙ୍କ ପ୍ରତେକ୍ଷ୍ୟ ତତ୍ୱାବଧାନରେ ଜିଲ୍ଲା କୋର୍ଟ ପରିସର ରେ ସମସ୍ତ ବିଭାଗର ବିଚାରପତି, କର୍ମଚାରୀ, ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମସ୍ତ…