ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଏବଂ ମୋ ସ୍ଵପ୍ନର ଓଡ଼ିଶା ପ୍ରତିଯୋଗିତା
ବର୍ତ୍ତମାନର ଛାତ୍ର ପିଢ଼ି ସମୃଦ୍ଧ ଓଡ଼ିଶା ଗଠନରେ ମୁଖ୍ୟ ଭୂମିକା ଗ୍ରହଣ କରିବେ : ତହସିଲଦାର
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲୋପାମୁଦ୍ରା ରଥଙ୍କ ଅଧ୍ୟକ୍ଷତାରେ ବେଲଗୁଣ୍ଠା ସ୍ଥିତ ଘୁମୁସର ବୈଷୟିକ ନୋଡ଼ାଲ୍ ଉଚ୍ଚ ବିଦ୍ୟାଳୟ ପରିସରରେ ଚଳିତ…