ଜିଲ୍ଲା ମହୋତ୍ସବ ତୃତୀୟ ସନ୍ଧ୍ୟା: ମଞ୍ଚରେ ଉଠିଲା ମେଡିକାଲ କଲେଜ ନିର୍ମାଣ ଦାବି
ଖଣ୍ଡପଡ଼ା ବିଧାୟକଙ୍କ ବକ୍ତବ୍ୟ ସମୟରେ ହୋ ହାଲ୍ଲା
ନୟାଗଡ଼(ବିଶ୍ଵଜିତ ନାୟକ):- ନୟାଗଡ଼ ଜିଲ୍ଲା ମହୋତ୍ସବ ତଥା ପଲ୍ଲିଶ୍ରୀ, କୃଷି ଓ ପୁସ୍ତକ ମେଳା ତୃତୀୟ ସନ୍ଧ୍ୟା ବେଶ ଆକର୍ଷଣୀୟ ହୋଇଛି। ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ତୃତୀୟ ସନ୍ଧ୍ୟାରେ ମୁଖ୍ୟ ଅତିଥି…