ଭକ୍ତଙ୍କ ନେତୃତ୍ୱରେ ପିସିସି ପ୍ରତିନିଧୂ ଦଳର ଚାନ୍ଦବାଲି ଗସ୍ତ ୨୭ ତାରିଖରେ
ଭୁବନେଶ୍ବର ତା. ୨୫.୧୨ : ଭଦ୍ରକ ଜିଲ୍ଲା ଚାନ୍ଦବାଲି ଠାରେ ଜଣେ ନାବାଳିକା ଦିବ୍ୟାଙ୍ଗଙ୍କୁ ଦୁଷ୍କର୍ମ ଓ ହତ୍ୟା ପରି ଏକ ଅତ୍ୟନ୍ତ ଅଭାବନୀୟ ଘଟଣା ଘଟିଯାଇଛି। ରାଜ୍ୟରେ କ୍ରମବଦ୍ଧିଷ୍ଣୁ ନାରୀ ନିର୍ଯାତନାର ଏହା ଅଉ ଏକ ଉଦାହରଣ। ଉକ୍ତ ଦିବଙ୍ଗତା ନାବାଳିକାଙ୍କ ପରିବାରକୁ ସମବେଦନା ଜଣାଇବା…