ତାଳପଦର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତୀୟ ଗଣିତ ଦିବସ ଉତ୍ସାହର ସହ ପାଳିତ
ବିଜେପୁର :-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ତାଳପଦର ସରସ୍ବତୀ ଶିଶୁ ମନ୍ଦିର ପରିସରରେ ସୋମବାର “ଜାତୀୟ ଗଣିତ ଦିବସ” ପାଳିତ ହୋଇଯାଇଛି। ଭାରତର ମହାନ ଗଣିତଜ୍ଞ ଶ୍ରୀନିବାସ ରାମାନୁଜନଙ୍କ ଜନ୍ମଦିନ ଅବସରରେ ପାଳିତ ଏହି ଦିବସ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଗଣିତ ପ୍ରତି ଆଗ୍ରହ ସୃଷ୍ଟି…