ଦେବଦାସ ଛୋଟରାୟ ପାଇଲେ ୪୬ତମ ଶାରଳା ପୁରସ୍କାର
ରାମହରି ଦାସ ଓ ବଳଦେବ ମହାରଥାଙ୍କୁ କଳାସମ୍ମାନ
ଭୁବନେଶ୍ୱର, ୨୬/୧୦: ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇଣ୍ଡିଆନ୍ ମେଟାଲ୍ସ ପବ୍ଲିକ୍ ଚାରିଟେବୁଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ସୁଖ୍ୟାତ କବି ଓ କଥାକାର…