ଗଜପତି ସ୍ମରଣିକା କମିଟିର ପ୍ରଥମ ପ୍ରସ୍ତୁତି ବୈଠକ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଅପରାହ୍ନରେ ସ୍ଥାନୀୟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ସ୍ମରଣିକା କମିଟିର ଅଧ୍ୟକ୍ଷ ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତା ପ୍ରାକ୍ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗଜପତି…