ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟର ଦ୍ବିତୀୟ ସମାବର୍ତ୍ତନ ସମାରୋହ ଅନୁଷ୍ଠିତ
" ଅଭିନବ ଚିନ୍ତାଧାରା ଓ କଠିନ ପରିଶ୍ରମ ସଫଳତାର ଚାବିକାଠୀ "
(ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି): ଆଜି ସ୍ଥାନୀୟ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟର ଦ୍ବିତୀୟ ସମାବର୍ତ୍ତନ ସମାରୋହ ଅନୁଷ୍ଠିତ ହୋଇଯାଇଛି | ବିଶ୍ୱବିଦ୍ୟାଳୟର ସଭାପତି ଡ଼ ସତ୍ୟ ପ୍ରକାଶ ପଣ୍ଡା ଆନୁଷ୍ଠାନିକ ଭାବେ…