ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ।
ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଳକ ଅନ୍ତର୍ଗତ ସୁଦର୍ଶନପୁର ପଞ୍ଚାୟତ ରେ ଥିବା ଜଗନାଥି ସରକାରୀ ପ୍ରାଥମିକ ବିଦ୍ୟାଳୟ ର ଅବସର ଗ୍ରହଣ କରିଥିବା ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସୁଧାକର ସେଠୀ ଙ୍କ ର ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସର ରେ…