ଶିଶୁ ମାନଙ୍କ ଠାରେ ନୂତନ ବୈଜ୍ଞାନିକ ଚିନ୍ତାଧାରା ଉଦ୍ରେକର ମାଧ୍ୟମ ହେଉଛି ବିଜ୍ଞାନ ପ୍ରଦର୍ଶନୀ
କେନ୍ଦୁଝର,ତା୧୧/୧୨- ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ୨୦୨୫-୨୬ ସ୍ଥାନୀୟ ପି.ଏମ.ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ,କେନ୍ଦୁଝର ଠାରେ ଅନୁଷ୍ଠିତ ହୋଇଯାଇଛି l ଉଦଘାଟନୀ ସମାରୋହରେ ଜିଲ୍ଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ବରିହା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କୁନି ବୈଜ୍ଞାନିକ…