ରାଷ୍ଟ୍ରୀୟ ପୋଷଣ ମାସ ୨୦୨୫ ପାଳିତ, ପୋଷଣଯୁକ୍ତ ଘରୋଇ ଖାଦ୍ୟର ପସରା ପ୍ରଦର୍ଶିତ
ଓଡ଼ଗାଁ,୧୪।୧୦(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟ ତରଫରୁ ବ୍ଳକ୍ ପରିସରରେ ଥିବା ମିଶନ ଶକ୍ତି ଗୃହରେ ମଙ୍ଗଳବାର ରାଷ୍ଟ୍ରୀୟ ପୋଷଣ ମାସ ୨୦୨୫ ପାଳିତ ହୋଇଯାଇଛି। ସେପ୍ଟେମ୍ବର ମାସ ୧୬ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୧୭ ପର୍ଯ୍ୟନ୍ତ ପୋଷଣ…