କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l
ରାୟଗଡ / କଲ୍ୟାଣସିଂପୁର ୧୩.୧୦.୨୦୨୫ତାରିଖ ଦିନ ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ କଲ୍ୟାଣସିଂପୁର ବ୍ଲକ ସଦର ମହକୁମାସ୍ଥିତ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ…