ଲଗାଣ ବର୍ଷାରେ ୬ ପରିବାରର ଘର ଭାଙ୍ଗିଲା; ତୁରନ୍ତ ସହାୟତା ପାଇଁ ବିଧାୟକଙ୍କ ନିର୍ଦ୍ଦେଶ
ଝାରସୁଗୁଡ଼ା: ଲଗାଣ ବର୍ଷା ଯୋଗୁଁ ଝାରସୁଗୁଡ଼ା ପୌରପାଳିକା ଅନ୍ତର୍ଗତ ପୁରୁଣାବସ୍ତି ଅଞ୍ଚଳରେ ୬ଟି ପରିବାରର ଘର କ୍ଷତିଗ୍ରସ୍ତ ହୋଇ ଭାଙ୍ଗିପଡ଼ିଛି। ଖବର ପାଇ ବୁଧବାର ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିଲେ।
!-->!-->!-->!-->!-->…