ତୃତୀୟ ଭାରତ-ଅଷ୍ଟ୍ରେଲିଆ ଶିକ୍ଷା ଏବଂ ଦକ୍ଷତା ପରିଷଦ ବୈଠକ ସଫଳ
ଅଷ୍ଟ୍ରେଲିଆର ‘ନ୍ୟୁ ସାଉଥ୍ ୱେଲ୍ସ ବିଶ୍ୱବିଦ୍ୟାଳୟ’ ଭାରତରେ କ୍ୟାମ୍ପସ ଖୋଲିବ - ଧର୍ମେନ୍ଦ୍ର ପ୍ରଧାନ
• କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଏବଂ ଅଷ୍ଟ୍ରେଲିଆ ଶିକ୍ଷା ମନ୍ତ୍ରୀଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା • ଏଆଇଇଏସସି ବୈଠକ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଶିକ୍ଷା, ଦକ୍ଷତା ଏବଂ ଗବେଷଣା…