ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲା ସ୍ତରୀୟ ବରିଷ୍ଠ ନାଗରିକ ଦିବସ ପାଳିତ।
ସୁବର୍ଣ୍ଣପୁର,ଶାସକ ପ୍ରସାଶକ (ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲା ସ୍ତରୀୟ ବରିଷ୍ଠ ନାଗରିକ ଦିବସ ୨୦୨୫ ସୋନପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଡ଼ ନୃପରାଜ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ଏହି ଦିବସ ପାଳନ ଅବସରରେ ସମ୍ପାଦକ, ଜିଲ୍ଲା…