ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ପୋଷଣ ମାସ ୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ
https://youtu.be/GlM9Lrsz558
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ( ଶୁକ୍ରବାର) ଜିଲ୍ଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ପୋଷଣ ମାସ…