ସୋମପୁରରେ ଗଜଲକ୍ଷ୍ମୀ ପୂଜା ଓ ସାଂସ୍କୃତିକ କାର୍ଯ୍ୟକ୍ରମ
ଏରସମା, ଶାସକ ପ୍ରଶାସକ (ବିଚିତ୍ର ରଞ୍ଜନ ସାହୁ) : ଏରସମା ବ୍ଲକର ସୋମପୁର ଠାରେ ଗଜଲକ୍ଷ୍ମୀ ପୂଜା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ଥାନୀୟ ବିଧାୟକ ସାରଦା ପ୍ରସନ୍ନ ଜେନା ଯୋଗଦେଇ ଆମ ଓଡ଼ିଆ ଜାତିର ଆଧ୍ୟାତ୍ମିକ ପରମ୍ପରାରେ ଗଜଲକ୍ଷ୍ମୀ ପୂଜା ଅନେକ ଗୁରୁତ୍ୱ…