‘ପ୍ରଧାନମନ୍ତ୍ରୀ କମାଲକି ଓଡିଶା ଲୁଟ ଯୋଜନା’ ର ଶୁଭାରମ୍ଭ

କଣ ଜଗନ୍ନାଥ ଓଡ଼ିଆଙ୍କୁ ଭକୁଆ ବନାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ଡାକିଛନ୍ତି ? ମୋଦୀଙ୍କ ଦାନ ଓଡିଶା ଜମି, ବନ୍ଧୁଙ୍କ ନିବେଶ ପଡୋଶୀ ରାଜ୍ୟ ହାଇକୋର୍ଟ ବେଞ୍ଚ ସ୍ଥାପନ ଓ ପଶ୍ଚିମ ଓଡିଶା ବିକାଶ ପରିଷଦ ସ୍ଥାନାନ୍ତରଣ ନ ହେବା ଅଞ୍ଚଳ ପାଇଁ ଅପମାନ ଜମି, ଜଙ୍ଗଲ, ନଦୀ, ଖଣି…

କିଟ୍ ସେଣ୍ଟର ଫର ଇଣ୍ଟରନ୍ୟାସନାଲ ଆର୍ବିଟ୍ରେସନ୍ ଆଣ୍ଡ ମେଡିଏସନ ହେଉଛି ଏକ ସମୟୋଚିତ ପଦକ୍ଷେପ

ବନେଶ୍ୱର, ୨୭।୯: କିଟ୍ ସେଣ୍ଟର ଫର ଇଣ୍ଟରନ୍ୟାସନାଲ ଆର୍ବିଟ୍ରେସନ୍ ଆଣ୍ଡ ମେଡିଏସନ (କେସିଆଇଏଏମ୍‌)ର କର୍ଟେନ ରେଜର ଏବଂ ଭିଜନର ଶୁଭାରମ୍ଭ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଇଣ୍ଟରନ୍ୟାସ୍‌ନାଲ୍ କୋର୍ଟ ଅଫ୍ ଜଷ୍ଟିସ୍‌ର ବିଚାରପତି ଡ. ଜଷ୍ଟିସ୍ ଅବଦୁଲକାୱି ଏ. ୟୁସୁଫ୍‌;…

ଏନସିଭିଇଟିର ସ୍ୱୀକୃତି: ଦେଶର ପ୍ରଥମ ବହୁମୁଖୀ ବୃହତ ଉଦ୍ୟୋଗ ଭାବେ ଜିନ୍ଦଲ ଷ୍ଟିଲକୁ ମିଳିଲା ଦକ୍ଷତା ପ୍ରମାଣପତ୍ର…

- ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଔଦ୍ୟୋଗିକତା ମନ୍ତ୍ରାଳୟ ଅଧୀନ ଜାତୀୟ ଧନ୍ଦାମୂଳକ ଶିକ୍ଷା ଓ ତାଲିମ ପରିଷଦ (ଏନସିଭିଇଟି) ଦ୍ୱାରା ଜିନ୍ଦଲ ଷ୍ଟିଲକୁ ସାର୍ଟିଫିକେଟ ପ୍ରଦାନକାରୀ ସଂସ୍ଥା (ଆଓ୍ୱାର୍ଡିଂ ବଡି) ଭାବେ ମାନ୍ୟତା ପ୍ରଦାନ - ଏହି ସ୍ୱୀକୃତି ପାଇବା କ୍ଷେତ୍ରରେ…

ଶାଳିନତା ଉଲ୍ଲଂଘନ କରି ଅସଭ୍ୟ ଟିପ୍ପଣୀ ଦେବା କଂଗ୍ରେସର ଚିରାଚରିତ ସ୍ୱଭାବ : ଡା.ଐଶ୍ୱର୍ଯ୍ୟା ବିଶ୍ୱାଳ

ଭୁବନେଶ୍ୱର,ତା.୨୭/୦୯: ପ୍ରଧାନମନ୍ତ୍ରୀ ଭାବେ ଦେଶର ଯେକୈାଣସି ରାଜ୍ୟକୁ ଯେତେବେଳେ ବି ଯାଇପାରିବେ । ଏଥି ପାଇଁ କାହାର ଅନୁମତି ନେବା ଆବଶ୍ୟକ ନାହିଁ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସଂପର୍କରେ ପ୍ରଶ୍ନ ପଚାରି କଂଗ୍ରେସ ଦଳ ଆଜି ର୍ନିବୋଧତାର ପରିଚୟ ଦେଇଛି । ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ…

ସେବା ପକ୍ଷ ପାଳନ ଅବସରରେ ରକ୍ତଦାନ ଉପରେ ସଚେତନତା କାର୍ଯ୍ୟକ୍ରମ

ବାରିପଦା (ଶୁଳିଆପଦା) - ତା - ୨୭/୦୯ ବାରିପଦା ନିକଟସ୍ଥ ଶୁଳିଆପଦା ବ୍ଲକ ଅନ୍ତର୍ଗତ ପଂଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ସେବା ପକ୍ଷ ପାଳନ ଅବସରରେ ଏନ ଏସ ଏସ ର ସ୍ବେଛାସେବୀଙ୍କୁ ନେଇ ରକ୍ତଦାନ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ମହାବିଦ୍ୟାଳୟର ଅଧ୍ୟକ୍ଷ…

ଦୁର୍ଗା ପୂଜା ସମୟରେ ସହରରେ ଯାନବାହାନ ଚଳାଚଳ ନିୟନ୍ତ୍ରଣ ନିମନ୍ତେ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା।

ବାରିପଦା ତା. ୨୭-୦୯-୨୦୨୫: ପବିତ୍ର ଦୁର୍ଗା ପୂଜା ସମୟରେ ସହରରେ ଅଧିକ ଜନସମାଗମ ହେବା ଓ ଅଧିକ ଯାନବାହନ ଚଳାଚଳ ହେବାର ସମ୍ଭାବନା ରହୁଥିବାରୁ ହେତୁ ଆକସ୍ମିକ ଦୁର୍ଘଟଣା ଘଟିବାର ଆଶଙ୍କା ରହିଛି। ଏଥି ସହିତ ଗହଳି ଓ ଅଧିକ ଯାନବାହନ ଚଳାଚଳ ପାଇଁ ରାସ୍ତା ଜାମ ହେବାର ସମ୍ଭାବନା ଥିବାରୁ,…

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ଅଧ୍ୟାପକଙ୍କ ସଫଳତା

ବିଶ୍ବସ୍ତରୀୟ ଗବେଷଣାରେ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିପାରିଛି। ୨୦୨୫ ମସିହାରେ ଷ୍ଟାନଫୋର୍ଡ଼ ବିଶ୍ୱବିଦ୍ୟାଳୟ ଏବଂ ଏଲ୍‌ସେଭିୟରର ଶୀର୍ଷ ୨% ସାଇଣ୍ଟିଷ୍ଟ ରାଙ୍କିଙ୍ଗରେ ବିଶ୍ବବିଦ୍ୟାଳୟର ଦୁଇଜଣ ସୁଯୋଗ୍ୟ ଅଧ୍ୟାପକ ସ୍ଥାନ…

ବାରିପଦା କଳାକାର ତରଫରୁ ଓଡିଶା ନାଟ୍ୟ ସଙ୍ଘ ଦିବସ ପାଳିତ

ବାରିପଦା :- ତା:- ୨୭/୦୯/୨୦୨୫ ରିଖ ସ୍ଥାନୀୟ ବାରିପଦା ଷ୍ଟାଡିୟମ ସମ୍ମିଳନୀ କକ୍ଷରେ ବାରିପଦା କଳାକାର ପରିବାର ସଙ୍ଘ ତରଫରୁ ୩୮ତମ ଓଡିଶା ନାଟ୍ୟ ସଙ୍ଘ ଦିବସ ପାଳିତ ହୋଇଯାଇଛି I ଓଡିଶା ନାଟ୍ୟ ସଙ୍ଘର ଉତ୍ତର ଓଡିଶା ଜୋନର ଉପସଭାପତି ରତିକାନ୍ତ ବେହେରାଙ୍କ ସଭାପତିତ୍ୱରେ ଏକ ଆଲୋଚନା ଚକ୍ର…

ଝାରସୁଗୁଡାଠାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ…

  କେନ୍ଦ୍ର ଏବଂ ରାଜ୍ୟରେ ଆମ ସରକାର ଓଡ଼ିଶାର ବିକାଶର ଗତିକୁ ତ୍ୱରାନ୍ୱିତ କରିବା ପାଇଁ ସଂକଳ୍ପବଦ୍ଧ: ପ୍ରଧାନମନ୍ତ୍ରୀ  ଗରିବ, ବଞ୍ଚିତ, ପଛୁଆ ବର୍ଗ ଏବଂ ଆଦିବାସୀଙ୍କୁ ମୌଳିକ ସୁବିଧା ଯୋଗାଇବା ଉପରେ ଆମେ ଗୁରୁତ୍ୱ ଦେଉଛୁ: ପ୍ରଧାନମନ୍ତ୍ରୀ  କେନ୍ଦ୍ର ସରକାର ସମ୍ପ୍ରତି…

ସୋଆ ଏସ୍‌ପିଏସ୍ ପକ୍ଷରୁ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

ଭୁବନେଶ୍ୱର, ୨୭ /୯: ର‌୍ୟାଲି, ପଥପ୍ରାନ୍ତ ନାଟକ, ଶିକ୍ଷାମୂଳକ ପ୍ରତିଯୋଗିତା ଭଳି ବିଭିନ୍ନ ସଚେତନତା କାର୍ଯ୍ୟକ୍ରମକୁ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ (ଏସ୍‌ପିଏସ୍‌) ପକ୍ଷରୁ ଗୁରୁବାର ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ…