ସୋଆ ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ କ୍ୟାମ୍ପସ – ୨ ଫୁଲନଖରାରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

ଭୁବନେଶ୍ୱର, ସେପ୍ଟେମ୍ବର ୨୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ ଅଫ୍ ଫାର୍ମାସ୍ୟୁଟଇକାଲ୍ ସାଇନ୍‌ସେସ୍ - କ୍ୟାମ୍ପସ-୨, ଫୁଲନଖରାରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଗତ ଗୁରୁବାର ଦିନ ପାଳିତ ହୋଇଯାଇଛି । ଚଳିତ ବର୍ଷର ପ୍ରସଙ୍ଗ ‘ଥିଙ୍କ ହେଲଥ, ଥିଙ୍କ ଫାର୍ମାସିଷ୍ଟ’କୁ ନେଇ ଆୟୋଜିତ…

ରାସ୍ତା ପାଲଟିଛି ମରଣଯନ୍ତା ବେହୁସିୟାର ହେଲେ ଦୁର୍ଘଟଣା ସୁନିଶ୍ଚିତ।

  ମୁଖ୍ୟମନ୍ତ୍ରୀ ନିଜ ଅଞ୍ଚଳ ପ୍ରତି ଦୃଷ୍ଟି ଦେବାକୁ ଅନୁରୋଧ।     କେନ୍ଦୁଝର,ତା୨୬/୯- ଖୋଦ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିଜ ଅଞ୍ଚଳ କେନ୍ଦୁଝର ସଦର ବ୍ଲକରେ ଲୋକେ ରାସ୍ତା ଲାଗି ତ୍ରାହି ତ୍ରାହି ଡାକୁଛନ୍ତି। ନିଜ ଲୋକ ମୁଖ୍ୟମନ୍ତ୍ରୀ ହେଲେ ତେଣୁ ରାସ୍ତା ହେବ ଲୋକେ ଭାବିଥିଲେ…

ମାଲକାନଗିରି ବ୍ଲକ ଉପାଧ୍ୟକ୍ଷଙ୍କ ବିରୋଧରେ ଅଭିଯୋଗ : ଜିଲ୍ଲାପାଳଙ୍କୁ ଦାବିପତ୍ର

ମାଲକାନଗିରି/ ସୁରେନ୍ଦ୍ର ବେମାଳ : ମାଲକାନଗିରି ବ୍ଲକ ଅଧକ୍ଷା ଗୌରୀ ପଡ଼ିଆମୀଙ୍କ ନେତୃତ୍ବରେ ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳ ର ସଭାପତି ତଥା ପୂର୍ବତନ ବିଧାୟକ ମାନସ ମାଡକାମୀ ଏବଂ ମାଲକାନଗିରି ବ୍ଲକ ଷ୍ଟାଣ୍ଡିଙ୍ଗ କମିଟି ଅଧ୍ୟକ୍ଷ ସୁନ୍ଦର ରାୟ ସେଡା ଙ୍କ ଉପସ୍ଥିତିରେ ଆଜି…

ଦୁଇ ଦିନରେ କାକଟପୁର ପୋଲିସ ଦ୍ଵାରା ୨ ସାବାଳିକା ଉଦ୍ଧାର

କାକଟପୁର/ପ୍ରକାଶ ଦାଶ: କାକଟପୁର ଥାନା ଅଧିକାରୀ ଶ୍ରୀଯୁକ୍ତ ବସନ୍ତ କୁମାର ସାହୁ ଙ୍କ ନିର୍ଦେଶ କ୍ରମେ ଦୁଇ ଦିନ ମଧ୍ୟରେ ଦୁଇ ଜଣ ସାବାଳିକାଙ୍କୁ ଉଦ୍ଧାର କରି ତାଙ୍କର ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଅଛି। ଯାହାକି କାକଟପୁର ଥାନା Man Missing Register Case No- ୪୫ ଓ ୪୬/୨୦୨୫ ।…

ରାଷ୍ଟ୍ର ଗଠନ ପ୍ରକ୍ରୀୟା ଶ୍ରେଣୀ ଗୃହରୁ ହିଁ ଆରମ୍ଭ ହୋଇଥାଏ : ଭାରତର ପୂର୍ବତନ ମୁଖ୍ୟ ବିଚାରପତି

ଭୁବନେଶ୍ୱର, ସେପ୍ଟେମ୍ବର ୨୬: ଭାରତ ଏକ ବିକଶିତ ରାଷ୍ଟ୍ରରେ ପରିଣତ ହେବାକୁ ଆଗେଇ ଚାଲିଥିବା ବେଳେ ଦେଶ ସମ୍ମୁଖରେ ଏବେ ବି ଅନେକ ଆହ୍ୱାନ ରହିଛି ବୋଲି ଶୁକ୍ରବାର ଭାରତର ପୂର୍ବତନ ମୁଖ୍ୟ ବିଚାରପତି ନ୍ୟାୟମୂର୍ତୀ ଗୋପାଳ ବଲ୍ଳଭ ପଟ୍ଟନାୟକ କହିଛନ୍ତି । ଶିକ୍ଷା ଓ ଅନୁସନ୍ଧାନ (ସୋଆ)…

ଜଗତସିଂହପୁର ଜିଲ୍ଲା ସଡକ ସୁରକ୍ଷା କମିଟି ବୈଠକ

ଜଗତସିଂହପୁର,ତା-୨୬.୦୯.୨୦୨୫/ସୁମନ୍ତକୁମାରଦାସ: : ଆଜି ଅପରାହ୍ନ ରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଆଞ୍ଚଳିକ ପରିବହନ ପ୍ରାଧିକରଣ ଆନୁକକୂଲ୍ୟ ରେ ଜିଲ୍ଲା ସଡକ ସୁରକ୍ଷା କମିଟି ର ବୈଠକ ଅନୁଷ୍ଠିତ ହୋଇ ଯାଇଅଛି। ଏହି ବୈଠକ ରେ ଅଧ୍ୟକ୍ଷତା କରି ଅତିରିକ୍ତ…

ଚୋରା ମଦ ଓ ବ୍ରାଉନସୁଗାର୍ ବ୍ୟବସାୟୀ ମାନଙ୍କ ପାଇଁ କାଳ ସାଜିଛି ଜଗତସିଂହପୁର ଅବକାରୀ ବିଭାଗ

  ଜଗତସିଂହପୁର,ତା-୨୬.୦୯.୨୦୨୫/ସୁମନ୍ତ କୁମାର ଦାସ: ୪୨ ଗ୍ରାମ୍ ହିରୋଇନ୍ ଓ ଚୋରା ଦେଶୀ ମଦ ସହିତ ଏକ ମୋଟରସାଇକେଲ ଜବତ।ଅବକାରୀ କମିଶନର ଓ ଜିଲ୍ଲାପାଳ ଜେ. ସୋନାଲଙ୍କ ନିର୍ଦ୍ଦେଶରେ ଜଗତସିଂହପୁର ଜିଲ୍ଲା ଅବକାରୀ ଅଧୀକ୍ଷୀକା ଅନିତା ପ୍ରଧାନଙ୍କ ନେତୃତ୍ୱରେ ତୀବ୍ର ଅଭିଯାନ ସଫଳ…

ପୂର୍ବତନ ପତ୍ନୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରି ଯୁବକ ଗିରଫ

ବଲାଙ୍ଗିର, ଘନଶ୍ୟାମ ନାଗ (ବିଶେଶ ପ୍ରତିନିଧି):- ବଲାଙ୍ଗିର ଜିଲ୍ଲାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ପୂର୍ବତନ ପତ୍ନୀଙ୍କୁ ବଦନାମ କରିବା ପାଇଁ ଅଶ୍ଳୀଳ ଭିଡିଓ ଭାଇରାଲ କରିବା ଅଭିଯୋଗରେ ଜଣେ ୩୧ ବର୍ଷୀୟ ଯୁବକକୁ ପୋଲିସ ଗିରଫ କରିଛି । ଏହି ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ…

ନଗର କଂଗ୍ରେସ ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗୀୟ ମନମୋହନ ସିଂହଙ୍କ ଜୟନ୍ତୀ ପାଳନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଆଜି (ଶୁକ୍ରବାର) ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗୀୟ ମନମୋହନ ସିଂହଙ୍କ ଜୟନ୍ତୀ ନଗର କଂଗ୍ରେସ କମିଟି ପକ୍ଷରୁ ପାଳନ ହୋଇଯାଇଛି। ସ୍ୱର୍ଗୀୟ ମନମୋହନ…

ସଂଗଠନ ସୃଜନ ଅଭିଯାନ ସମାପ୍ତ ; ଡିସିସି ସଭାପତି ନିଯୁକ୍ତ

ଭୁବନେଶ୍ୱର, ତା ୨୬.୯.୨୫ :- ଏଆଇସିସି ସଭାପତି ଶ୍ରୀ ମାଲ୍ଲିକାର୍ଜୁନ ଖଡଗେ ଓଡ଼ିଶାର ସମସ୍ତ ୩୫ଟି ସାଂଗଠନିକ ଜିଲ୍ଲା କଂଗ୍ରେସ କମିଟିର ସଭାପତିଙ୍କ ନିଯୁକ୍ତି ପ୍ରସ୍ତାବକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ଅନୁମୋଦନ କରିଛନ୍ତି ଏବଂ ସେମାନଙ୍କ ନାମ ତାଲିକା ପ୍ରକାଶ କରିଛନ୍ତି। ସଂଗଠନ…