ସେପ୍ଟେମ୍ବର ୧୨ ରେ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆସନ୍ତା ସେପ୍ଟେମ୍ବର ୧୨ ତାରିଖରେ ପାରଳାଖେମୁଣ୍ଡି , ରା.ଉଦୟଗିରି , ମୋହନା ଓ କାଶୀନଗରରେ ଅଦାଲତ ପରିସରରେ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଅଛି।ଏହି ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ପ୍ରାକ-ସ୍ତରୀୟ ମକଦ୍ଦମା!-->!-->!-->…