ରାୟଗଡ଼ାରେ ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଫିଟନେସ୍-କମ୍-ଆମ୍ୟୁଜମେଣ୍ଟ ପାର୍କ ବିକଶିତ କରୁଛି ବେଦାନ୍ତ…
ରାମକୃଷ୍ଣ ମିଶନ ଆଶ୍ରମ ସ୍କୁଲରେ ନୂତନ ସୁବିଧା ୭୦୦ ପିଲାଙ୍କୁ ଉପକୃତ କରିବ
ଭୁବନେଶ୍ୱର, ୧୩/୦୯/୨୫- ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ରାୟଗଡ଼ାର ହାତମୁନିଗୁଡ଼ାରେ ଥିବା ରାମକୃଷ୍ଣ ମିଶନ ଆଶ୍ରମ ସ୍କୁଲର ୭୦୦ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଉତ୍ସର୍ଗୀକୃତ…