ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ
ଜଗତସିଂହପୁର,ତା ୧୮.୦୬.୨୦୨୫/ସୁମନ୍ତ କୁମାର ଦାସ:ଏରସମା ବ୍ଲକ ଅନ୍ତର୍ଗତ ସୋମପୁର ଗ୍ରାମ ପଞ୍ଚାଯତ କାର୍ଯ୍ୟାଳୟରେ ଜଗତସିଂହପୁର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ତା ୧୫.୦୬.୨୦୨୫ ରିଖ ଦିନ ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…