ଉପଖଣ୍ଡ ସ୍ତରୀୟ ବିକାଶ ମେଳା ଓ ନୃସିଂହନାଥ ଠାରେ ବୃକ୍ଷରୋପଣ କାର୍ଯ୍ଯକ୍ରମ ଅନୁଷ୍ଠିତ
ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିରର ଉନ୍ନତିକରଣ ନିମନ୍ତେ ୧ କୋଟି ଟଙ୍କା ଅଟକଳ ମୂଲ୍ୟ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ମନ୍ଦିର ପରିସରରେ ବୃକ୍ଷ ରୋପଣ କଲେ ମନ୍ତ୍ରୀ
ବରଗଡ, ତା-୧୮. ୦୬. ୨୦୨୫: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ଵରେ ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି…