ପାରଳା ପୌର ପରିଷଦରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ – ୨୦୨୫ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ
https://youtu.be/jABeqQRxDfw
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ - ୨୦୨୫ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି…