ବିଜେପି ସରକାର ବର୍ଷ ପୂର୍ତ୍ତୀ, ସଫଳତା ବଖାଣିଲେ ମନ୍ତ୍ରୀ
ନୟାଗଡ଼(ବିଶ୍ଵଜିତ ନାୟକ) :- ନୟାଗଡ଼ ସର୍କିଟ ହାଉସଠାରେ ଆଜି ବିଜେପି ସରକାରର ବର୍ଷ ପୂର୍ତ୍ତି ଅବସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ବିଜେପି ଜିଲ୍ଲା ସଭାପତି ତାପସ କୁମାର ମାର୍ଥା, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଦଶପଲ୍ଲାର ବିଜେପି ନେତା…