ବାଣପୁର ବ୍ଲକ ନରେନ୍ଦ୍ରପୁର ଗ୍ରାମ ପଂଚାୟତରେ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନର ମିଳିତ ଅଭିଯୋଗ ଶୁଣାଣି ଶିବିର…
ବାଣପୁର (ସେକ କୌସର):ଆଜି ପୂର୍ବାହ୍ନରେ ଜିଲ୍ଲାର ବାଣପୁର ବ୍ଲକ ଅନ୍ତର୍ଗତ, ନରେନ୍ଦ୍ରପୁର ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ପୁଲିସ ପ୍ରଶାସନ ର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଅମ୍ରିତ୍ ଋତୁରାଜ ଙ୍କ…