ରଙ୍କନାଥ ଦେବ ପିଠର ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଆଇନ ମନ୍ତ୍ରୀ
ବାଣପୁର:(ସେକ କୌସର):ଆଜି ଚିଲିକା ବିଧାୟକ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ନିଜ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାଣପୁରର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଶ୍ରୀ ରଙ୍କନାଥ ଦେବଙ୍କ ପିଠ ଦର୍ଶନ କରିବା ସହ ମନ୍ଦିର ପରିସରରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିଥିଲେ। ମନ୍ଦିର…