ପ୍ରଭାରୀ ମନ୍ତ୍ରୀ ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନାଙ୍କ ଦିନିକିଆ ରାୟଗଡ ଗସ୍ତ
"ବିକାଶ ମେଳାର ଆୟୋଜନ ସମ୍ବଦ୍ଧରେ ବୈଠକରେ ସମୀକ୍ଷା" l
ରାୟଗଡ଼ :-ତା.୭/୦୬- ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା, ବାଣିଜ୍ୟ ଓ ପରିବହନ, ଖଣୀ ଓ ଇସ୍ପାତ ମନ୍ତ୍ରୀ ଓଡିଶା ତଥା ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦିନିକିଆ ରାୟଗଡ଼ ଜିଲ୍ଲା ଗସ୍ତରେ ଆସି ଆଜି ପହଂଚିଥିଲେ l ଜିଲ୍ଲାପାଳ ଶ୍ରୀମତୀ ପାରୁଲ…