ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ
ବେଲଗୁଣ୍ଠା, ୧୪/୦୮: -(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟ ପକ୍ଷରୁ ଦେଶଭକ୍ତି ଓ ଜାତୀୟ ଏକତାର ବାର୍ତ୍ତା ନେଇ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଉଦ୍ଦୀପନାର ସହିତ ଅନୁଷ୍ଠିତ ହୋଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ!-->!-->!-->…