ଗୁଦେରପାଲି କଲେଜରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ
ବିଜେପୁର :-ବରଗଡ ଜ଼ିଲ୍ଲା ଗୁଦେରପାଲି ଯୁକ୍ତ ଦୁଇ ମହାବିଦ୍ୟାଳୟରେ ଅଧ୍ୟକ୍ଷ ପ୍ରୀତିଶ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମେଲଛାମୁଣ୍ଡା ମହାବିଦ୍ୟାଳୟର ପ୍ରାଧ୍ୟାପକ ପ୍ରଦୀପ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦାନ…