ପ୍ରେସ୍ କାଉନସିଲ ନାମ ବ୍ୟବହାର ଉପରେ ନିଷେଧାଦେଶ
ଜଗତସିଂହପୁର, ତା ୦୪.୦୬.୨୦୨୫ ରିଖ – ‘ପ୍ରେସ କାଉନସିଲ ଅଫ ଇଣ୍ଡିଆ’ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନରେ ଏକ ବୈଧାନିକ ସଂସ୍ଥା ହୋଇଥିବାରୁ କୌଣସି ଗଣମାଧ୍ୟମ ସଂସ୍ଥା ‘ପ୍ରେସ କାଉନସିଲ’ ନାମ ବ୍ୟବହାର କରିବା ଉପରେ ନିଷେଧାଦେଶ ରହିଛି । ଜିଲ୍ଲାରେ କୌଣସି ଗଣମାଧ୍ୟମ ସଂସ୍ଥା କିମ୍ବା…