ସୁବର୍ଣ୍ଣପୁର ଜିଲ୍ଲାର ସ୍ୱୟଂଚାଳିତ ଯାନ ଚାଳନା ପରୀକ୍ଷଣ କେନ୍ଦ୍ରକୁ ଆଭାସୀ ମାଧ୍ୟମରେ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

ସୁବର୍ଣ୍ଣପୁର,ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ) ଓଡିଶା ସରକାର ପରିବହନ ବିଭାଗ ଦ୍ୱାରା ସୁବର୍ଣ୍ଣପୁର ଜିଲ୍ଲାବାସୀଙ୍କ ସୁବିଧା ପାଇଁ ସୁବର୍ଣ୍ଣପୁର ଜିଲ୍ଲାର ସାହାଜପିଟାସ୍ଥିତ ଜିଲ୍ଲା ସ୍ୱୟଂଚାଳିତ ଯାନ ଚାଳନା ପରୀକ୍ଷଣ କେନ୍ଦ୍ରର ଆଜି ଉଦ୍ଘାଟନ ଓ ଲୋକାର୍ପଣ କରାଯାଇଛି। ମାନ୍ୟବର…

ଚାଷୀଙ୍କ ସହ କୃଷି ଯୋଜନା ବିଷୟରେ ଆଲୋଚନା ପାଇଁ କୃଷି ବୈଜ୍ଞାନୀକ ମାନଙ୍କ ଉଡ୍ରା ଗସ୍ତ,

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବ୍ଲକ୍ ର ଉଢ଼ୁରା ଗ୍ରାମ ପଞ୍ଚାୟତ ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଭାରତୀୟ କୃଷି ଅନୁସନ୍ଧାନ ପରିଷଦ(ଆଇସିଏଆର) ଅନ୍ତର୍ଗତ ସମସ୍ତ କେନ୍ଦ୍ରୀୟ ଅନୁଷ୍ଠାନ, ରାଜ୍ୟ ସରକାରଙ୍କ ବିଭିନ୍ନ କୃଷି ଓ କୃଷକ ସଶକ୍ତିକରଣ…

ନୂତନ ତହସିଲ ଦାର ଙ୍କୁ ଜନଜାତି ସୁରକ୍ଷା ମଞ୍ଚ ତରଫରୁ ସ୍ଵାଗତ ସମ୍ବର୍ଦ୍ଧନା

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୦୩/୦୬/୨୫ ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ବ୍ଲକ ରେ ନୂତନ ତହସିଲଦାର ଭାବେ ଗୀତା ମୁର୍ମୁ ସୋମବାର କାର୍ଯ୍ୟରେ ଯୋଗ ଦେଇଥିବା ବେଳେ ଆଜି ବ୍ଲକ ଜନଜାତି ସୁରକ୍ଷା ମଞ୍ଚ ତରଫରୁ ତହସିଲଦାର ଗୀତା ମୁର୍ମୁ ଙ୍କୁ ଫୁଲତୋଡ଼ା ଓ ଉପ ଢଉକନ ଦେଇ ସ୍ଵାଗତ…

ପ୍ଲାଷ୍ଟିକ୍ ମୁକ୍ତ ରଥଯାତ୍ରା ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ

ନୟାଗଡ଼ (ବିଶ୍ୱଜିତ ନାୟକ):- ନୟାଗଡ଼ ପୁରୁଣା ସହରରେ ଅଧିଷ୍ଠିତ ଶ୍ରୀ ଜଗନ୍ନାଥ ମହାପ୍ରଭୂଙ୍କ ପବିତ୍ର ରଥଯାତ୍ରା ପାଇଁ ଆଜି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା…

୨ଟି ବନ୍ଧୁକ ଓ ନିର୍ମାଣ ସାମଗ୍ରୀ ଜବତ, ୩ ଗିରଫ

ନୟାଗଡ଼(ବିଶ୍ୱଜିତ ନାୟକ ) :- ଦଶପଲ୍ଲା ଥାନା ଅନ୍ତର୍ଗତ ମଧ୍ୟଖଣ୍ଡ ଅଞ୍ଚଳରେ ଚାଲିଥିବା ଏକ ବନ୍ଧୁକ ନିର୍ମାଣ କାରଖାନାକୁ ପୁଲିସ ଠାବ କରିଛି । ୨ଟି ବନ୍ଧୁକ ସମେତ ନିର୍ମାଣ ସାମଗ୍ରୀ ଜବତ କରାଯାଇଛି । ଏହି ଘଟଣାର ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ପୁଲିସ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ…

ନୂଆପଡ଼ାରେ ପରିବହନ ବିଭାଗର ଅଟୋମେଟେଡ୍ ଟେଷ୍ଟିଂ ସିଷ୍ଟମ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଆଭାସୀ ମାଧ୍ୟମରେ ଉଦ୍ଘାଟିତ

ନୂଆପଡ଼ା ଜିଲ୍ଲା କଲିମ ମହମ୍ମଦକ ରିପୋର୍ଟ ଶାସକ ପ୍ରଶାସକ: ନୂଆପଡ଼ାରେ ବାଣିଜ୍ଯ ଓ ପରିବହନ ବିଭାଗ ଦ୍ଵାରା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉଦ୍ଘାଟିତ ବିଭିନ୍ନ କାର୍ଯ୍ୟକ୍ରମର ସିଧା ପ୍ରସାରଣ ପାଇଁ ସ୍ଥାନୀୟ ଓସ୍ୱାନ୍ ହଲ୍ ରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ…

ଜାତୀୟ ମାନବ ଅଧିକାର ସାମ୍ମୁଖ୍ୟ ପକ୍ଷରୁ ପୁରୀ ଠାରେ ଦୁଇ ଦିନିଆ ରାଷ୍ଟ୍ରୀୟ ସମ୍ମିଳନୀ ଅନୁଷ୍ଠିତ

ଅସ୍ତରଙ୍ଗ -ମାନବ ଅଧିକାର କ୍ଷେତ୍ରରେ ଓଡିଶା ସମେତ ସାରା ଭାରତ ବର୍ଷରେ କାର୍ଯ୍ୟ କରିବାର ପ୍ରୟାସ ଜାରୀ ରଖିଥିବା ସାମାଜିକ ସଂଗଠନ ଜାତୀୟ ମାନବ ଅଧିକାର ସାମ୍ମୁଖ୍ୟ ପକ୍ଷରୁ ଅନୁଷ୍ଠିତ ରାଷ୍ଟ୍ରୀୟ ସମ୍ମିଳନୀ ପୁରୀ ସ୍ଥିତ ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଗତ ମେ ମାସ ୩୧ ତାରିଖ ଶନିବାର ଓ…

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଜିଲ୍ଲା ସ୍ତରୀୟ ବିଭିନ୍ନ କାର୍ଯ୍ୟକ୍ରମ ର ଆୟୋଜନ ନିମନ୍ତେ ପ୍ରସ୍ତୁତି…

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ) ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତ ପାଳନ ଅବସରରେ ସରକାରଙ୍କ ଜନକଲ୍ୟାଣ ଯୋଜନା ସମ୍ପର୍କରେ ସଚେତନ ସ୍ରୁଷ୍ଟି ନିମନ୍ତେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଆଜି ଜିଲ୍ଳାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଏକ…

ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

ଭବାନୀପାଟଣା :ରୋହିତ କୁମାର ନାଏକ(ଶାସକ ପ୍ରଶାସକ) କଳାହାଣ୍ଡି ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଜିଲ୍ଲା…

ପ୍ରତିଶ୍ରୁତି ପୂରଣ ନ ହେବାରୁ ଉପଜିଲ୍ଲାପାଳ ଅଫିସ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଦେଲା କ୍ରଡାବିତ୍ ସଂଘ ।

ପଦ୍ମପୁର:- ବିଗତ ୩୦-୩୫ ବର୍ଷ ଧରି ପଦ୍ମପୁର ସବଡିଭିଜନ ସ୍ତରୀୟ କ୍ରୀଡା ସଂଘ ଅଚଳ ଅବସ୍ଥାରେ ପଡ଼ି ରହିଛି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ଦାୟିତ୍ୱରେ ଥିବା ପ୍ରାଶାସନିକ ଅଧିକାରୀ ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଦୁଇ ମାସ ପୂର୍ବରୁ ଏକ ପ୍ରତିନିଧି ଦଳ ପଦ୍ମପୁର ଅତିରିକ୍ତ ଜିଲାପାଳ ଓ…