ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ,ଚିକିତ୍ସା ଅବହେଳାରୁ ମହିଳା ମୃତ
ନୟାଗଡ଼(ବିଶ୍ୱଜିତ ନାୟକ): - ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତ ମହିଳା ଜଣକ ନୟାଗଡ଼ ସଦରଥାନା ଅନ୍ତର୍ଗତ ବାଲୁଗାଁର ଯୁବ ବିଜେପି ନେତା ସଞ୍ଜୟ କୁମାର ନାୟକଙ୍କ ପତ୍ନୀ ମମତା ସ୍ୱାଇଁ । ମମତା ପ୍ରସବ ବେଦନା ପାଇବା ପରେ ଗତକାଲି ରାତି…