ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀଙ୍କ କେନ୍ଦୁଝର ଜିଲ୍ଲା ଗସ୍ତ
ପୌରାଞ୍ଚଳ ଓ ପରିବହନ ବିଭାଗ କାର୍ଯ୍ୟର ସମୀକ୍ଷା
ସ୍ପଞ୍ଜ କଲୋନୀର ଡ୍ରେନେଜ ସମସ୍ୟାର କଲେ ଅନୁଧ୍ୟାନ
କେନ୍ଦୁଝର, ୩୧ ମଇ, ୨୦୨୫: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ନଗର ଉନ୍ନୟନ ଓ ଗୃହ ନିର୍ମାଣ, ବାଣିଜ୍ୟ ଏବଂ ପରିବହନ ବିଭାଗ ପ୍ରମୁଖ ସଚିବ…