ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା
ଓଡ଼ଗାଁ,୩୧।୫(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ଜ୍ୟୋତ୍ସ୍ନା ପାତ୍ର, ପ୍ରଧାନ ଶିକ୍ଷୟିତ୍ରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ, ବିଲମାନପୁର, ମଞ୍ଜୁବାଳା ମିଶ୍ର, ପ୍ରଧାନ ଶିକ୍ଷୟିତ୍ରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ, ଓଡ଼ଗାଁ, ମିହିର ଷଡ଼ଙ୍ଗୀ, ପ୍ରଧାନ ଶିକ୍ଷକ…