ବାଲ୍ୟ ବିବାହ ନିରାକରଣ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ l
ରାୟଗଡା/ଗୁଡ଼ାରୀ -ଆଦ୍ୟ ୨୮/୦୫/୨୫ ତାରିଖରେ ଗୁଡ଼ାରୀ ବ୍ଲକ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ କୁ ନେଇ ଗୁଡ଼ାରୀ ICDS ତରଫରୁ ବ୍ଲକ ସଦଭାବନା ଗୃହରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶୁଚିସ୍ମିତା ବେହେରାଙ୍କ ଅଧ୍ୟକ୍ଷତାରେ ବାଲ୍ୟ ବିବାହ ନିଷେଧ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଉକ୍ତ…