Browsing Category

ରାଜ୍ୟ

ସୋଆ ପକ୍ଷରୁ ରାୱେ କାର୍ଯ୍ୟକ୍ରମ ଅଧୀନରେ ୧୧ଟି ଗ୍ରାମରେ ୧୬ଟି କୃଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ଜୁଲାଇ ୨୯: କୃଷକଙ୍କ ସଶକ୍ତୀକରଣ, ନିରନ୍ତର କୃଷି ବିକାଶ ଏବଂ କୃଷି ଛାତ୍ରଛାତ୍ରୀଙ୍କ ବ୍ୟବହାରିକ ଶିକ୍ଷାକୁ ଗୁରୁତ୍ୱ ଦେଇ ଶିକ୍ଷା ‘ଓ’ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଟ୍ୟୁଟ ଅଫ୍ ଏଗ୍ରିକଲ୍ଚରାଲ ସାଇନ୍ସେସ୍ (ଆଇଏଏସ୍) ପକ୍ଷରୁ ୨୦୨୬-୨୭ ନିମନ୍ତେ ଗ୍ରାମୀଣ କୃଷି

ପୂର୍ବତନ ଡିଏଫଓ ସଂଗ୍ରାମ କେଶରୀ ବେହେରା ଗିରଫ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମର୍ମନ୍ତୁଦ ଏସିଏଫ ସୌମ୍ୟରଂଜନ ମହାପାତ୍ରଙ୍କ ମୃତ୍ୟୁରେ ପୂର୍ବତନ ଡିଏଫଓ ସଂଗ୍ରାମ କେଶରୀ ବେହେରା ପାରଳାଖେମୁଣ୍ଡି ଜିଲ୍ଲା କୋର୍ଟରେ ଆତ୍ମସମର୍ପଣ କରିଥିଲେ। ତାଙ୍କର ଜାମିନ ଆବେଦନ ନାମଂଜୁର ହେବା ଫଳରେ ଗିରଫ କରାଯାଇଛି। ୨୦୨୧ ଜୁଲାଇ ମାସରେ

କ୍ଷୁଦ୍ର ସଞ୍ଚୟ ଯୋଜନା ସମ୍ପର୍କିତ ଆର୍ଥିକ ସାକ୍ଷରତା ଓ ସଚେତନତା କର୍ମଶାଳା ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ଗୁମ୍ମା ବ୍ଲକ ଅନ୍ତର୍ଗତ କେ.ସି.ପୁରସ୍ଥିତ ସରକାରୀ ଏସ୍.ଏସ୍.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ବିଭାଗ ପକ୍ଷରୁ କ୍ଷୁଦ୍ର ସଞ୍ଚୟ ଯୋଜନା ସମ୍ପର୍କିତ ଆର୍ଥିକ ସାକ୍ଷରତା ଓ ସଚେତନତା କାର୍ଯ୍ୟକ୍ରମ

ଶିଶୁ ଚାଲାଣ ବିରୁଦ୍ଧରେ ଜିଲ୍ଲା ପ୍ରଶାସନନ ତରଫରୁ ସଚେତନତା କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ , ଗଜପତି ତରଫରୁ ରାୟଗଡ଼ା ବ୍ଲକ୍ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ପଞ୍ଚାୟତ ରାଜୀବ ଗାନ୍ଧୀ କେନ୍ଦ୍ର ସଭାଗୃହ ଠାରେ ଶିଶୁ ଚାଲାଣ ବିରୁଦ୍ଧର ଓ ଶିଶୁ ସହାୟତା ଯୋଗାଯୋଗ ନମ୍ୱର ୧୦୯୮ ର ପ୍ରଚାର ପାଇଁ ଏକ ସଚେତନତା

ବିନୋଦିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ ଓ ମୋ ଭାରତ ପକ୍ଷରୁ ନିଶା ନିବାରଣ ଆଲୋଚନାଚକ୍ର ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ନିକଟସ୍ଥ ପଦ୍ମପୁରସ୍ଥିତ ବିନୋଦିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ ଓ ମୋ ଭାରତ ପକ୍ଷରୁ ନିଶା ନିବାରଣ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ଉଚ୍ଚ ମାଧ୍ୟମିକ

ଲଗାଣ ବର୍ଷାରେ ପଦ୍ମପୁର ସହର ବେହାଲ

ବିଭିନ୍ନ ୱାର୍ଡ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କଲେ ବିଧାୟିକା ବର୍ଷା ସିଂ ବରିହା ପଦ୍ମପୁର/ ଶିବାଶିଷ ପଟ୍ଟନାୟକ:- ଲଗାଣ ବର୍ଷାରେ ପଦ୍ମପୁର ସହରର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁରରେ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା

ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ…

ଭୁବନେଶ୍ୱର: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିସିଓଡିଏଲ୍), ୨୦୨୬ ରଥଯାତ୍ରା ସମୟରେ ସୁରକ୍ଷିତ, ଭରସାଯୋଗ୍ୟ ଏବଂ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ସଫଳତାର ସହ ସୁନିଶ୍ଚିତ କରିଛି, ଯାହା ବିଶ୍ୱର ଅନ୍ୟତମ

ଓଡ଼ିଶା ଏଏମ୍/ଏନ୍‌ଏସ୍‌ଇଣ୍ଡିଆ ଖୋଖୋ ହାଇପରଫର୍ମାନ୍ସ ସେଣ୍ଟରର କ୍ରୀଡ଼ାକ୍ଷେତ୍ରରେ ଉତ୍କର୍ଷତାର ଦୁଇବର୍ଷ ପୂର୍ତ୍ତି…

ଭୁବନେଶ୍ୱର/ପୁରୀ, ଜୁଲାଇ ୨୮, ୨୦୨୬: ଓଡ଼ିଶା ଏଏମ୍/ଏନ୍‌ଏସ୍‌ ଇଣ୍ଡିଆ ଖୋଖୋ ହାଇପରଫର୍ମାନ୍ସସେଣ୍ଟର(ଓଡ଼ିଶା ଏଏମ୍/ଏନ୍‌ଏସ୍‌ କେଏଚ୍‌ପିସି), ପୁରୀ ନିଜର ଦ୍ୱିତୀୟ ବର୍ଷପୂର୍ତ୍ତିଏକ ଐତିହାସିକ ସମାରୋହ ମାଧ୍ୟମରେ ପାଳନ କରିଛି। ଏହି ଅବସରରେ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ କୃତିତ୍ୱ

ରଥଯାତ୍ରାର ସଫଳ ସମାପନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ: ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ସାଧୁବାଦ

"ନବଦିନ ବ୍ୟାପୀ ଘୋଷଯାତ୍ରାକୁ ସମ୍ପୂର୍ଣ୍ଣ ସୁରକ୍ଷା ଓ ଶୃଙ୍ଖଳିତ କରିବାରେ ଓଡିଶା ପୋଲିସର ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ଅଛି" ଭୁବନେଶ୍ୱର, ୨୯ ଜୁଲାଇ ୨୦୨୬: ଲକ୍ଷ ଲକ୍ଷ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭାବାବେଗ ସହ ଜଡିତ ଓଡିଶାର ସବୁଠାରୁ ବଡ ଏବଂ ମହତ୍ତ୍ୱପୂର୍ଣ୍ଣ ପର୍ବ ରଥଯାତ୍ରାର

ସାଉଦି ଆରବରୁ ଫେରି ଶିଳ୍ପ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଳୟ

ଭୁବନେଶ୍ୱର, ୨୯.୦୭.୨୦୨୬: ସାଉଦି ଆରବରେ ଫସିଥିବା ଓଡ଼ିଆ ଯୁବକ ପ୍ରଳୟ ରଞ୍ଜନ ମହାପାତ୍ର ଓଡିଶା ଫେରିଛନ୍ତି। ଏଥିପାଇଁ ସେ ମାନ୍ୟବର ଶିଳ୍ପ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ସମ୍ପଦ ଚନ୍ଦ୍ର ସ୍ଵାଇଁଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମାନ୍ୟବର ମନ୍ତ୍ରୀଙ୍କ ଉଦ୍ୟମ