Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଝାରସୁଗୁଡ଼ା ରେଳ ଷ୍ଟେସନର ସମସ୍ୟା ନେଇ ରେଳମନ୍ତ୍ରୀଙ୍କୁ ଦୀପାଳି ଦାସଙ୍କ ଚିଠି
ଯାତ୍ରୀ ସୁବିଧା ବୃଦ୍ଧି ପାଇଁ ଜରୁରୀ ହସ୍ତକ୍ଷେପ ଦାବି
ଝାରସୁଗୁଡ଼ା, ୨୭/୭: ଝାରସୁଗୁଡ଼ା ରେଳ ଷ୍ଟେସନରେ ଦୀର୍ଘଦିନ ଧରି ଲାଗିରହିଥିବା ଯାତ୍ରୀ ସେବା ଓ ଭିତ୍ତିଭୂମିଗତ ସମସ୍ୟାର ସ୍ଥାୟୀ ସମାଧାନ ଦାବିରେ ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦିକା ତଥା ଝାରସୁଗୁଡ଼ାର ପୂର୍ବତନ!-->!-->!-->…
ବେଲପଡ଼ା ସିହିନୀର ବେଆଇନ କ୍ଲିନିକ ଉପରେ କାର୍ଯ୍ୟାନୁଷ୍ଠାନ କେବେ?
ବାରମ୍ବାର ଖବର ପ୍ରସାରଣ ପରେ ମଧ୍ୟ ପ୍ରଶାସନ ନୀରବ!
ବେଲପଡ଼ା/ବଲାଙ୍ଗିର,: ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ୍ ଅନ୍ତର୍ଗତ ସିହିନୀ ଗ୍ରାମରେ ଜଣେ ବ୍ୟକ୍ତି ବେଆଇନ ଭାବେ କ୍ଲିନିକ ପରିଚାଳନା କରୁଥିବା ଅଭିଯୋଗ ପ୍ରକାଶ ପାଇଛି। ଲୋକଙ୍କ ଅଭିଯୋଗ ଅନୁଯାୟୀ, ଉକ୍ତ କ୍ଲିନିକରେ!-->!-->!-->!-->!-->…
ରୋଟାରୀ କ୍ଲବ୍ ର ୧୯ ତମ ଅଧିଷ୍ଠାନ ଦିବସ
ବେଲଗୁଣ୍ଠା -:୨୭/୦୭, -(ଶିବରାମ ଚୌଧୁରୀ )-ରବିବାର ସଂଧ୍ୟାରେ ଭଞ୍ଜନଗର ରୋଟାରୀ କ୍ଲବ୍ ର ୧୯ ତମ ଅଧିଷ୍ଠାନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବର୍ଷ ୨୦୨୭-୨୮ ର ରୋଟାରୀ ଜିଲ୍ଲା -୩୨୬୨ ର ପ୍ରାନ୍ତପାଳ ରୋଟାରିଆନ ଇନ୍ଦ୍ରଜିତ ସାହୁ ଯୋଗ!-->!-->!-->…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ!-->…
ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ କରାଯିବ
ଜଲେଶପଟ୍ଟା ଆଶ୍ରମର ଐତିହ୍ୟର ସୁରକ୍ଷା ପାଇଁ ‘ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା’ (CMSA) ପାଣ୍ଠିରୁ ୧୩ କୋଟି ଟଙ୍କା ମଞ୍ଜୁର କଲେ- ମୁଖ୍ୟମନ୍ତ୍ରୀ
ଜଲେଶପଟ୍ଟା ଆଶ୍ରମ ଐତିହ୍ୟର ସଂରକ୍ଷଣ, ଜଳ ଯୋଗାଣ ପାଇଁ ମେଗା ରିଭର ଲିଫ୍ଟ, ୩୦୦ ଆସନ ବିଶିଷ୍ଟ ଛାତ୍ରୀ ନିବାସ ନିର୍ମାଣ ଏବଂ!-->!-->!-->!-->!-->…
ବାଲେଶ୍ବର ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ
ଖଇରା, ତା: ୨୭/୦୭/୨୦୨୬: ଆଜି ପୂର୍ବାହ୍ନ ଘ: ୧୦.୦୦ ଟିକା ସମୟରେ ବାଲେଶ୍ୱର ଜିଲ୍ଲାର ଖଇରା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବାଲେଶ୍ୱର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଖଇରା ପଞ୍ଚାୟତ ସମିତି ଅଧୀନସ୍ଥ ବିଭିନ୍ନ ଗ୍ରାମ!-->!-->!-->…
ବେଲଗୁଣ୍ଠା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି ବୈଠକ
୧୫.୫୦ ଲକ୍ଷ ଟଙ୍କାର ବଜେଟ୍ ଅଟକଳ, ରୋଗୀଙ୍କ ପାଇଁ ପ୍ରେସ କ୍ଲବ ର ସହାୟତା
ବେଲଗୁଣ୍ଠା:୨୭/୭--(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସଭାଗୃହରେ ରୋଗୀ କଲ୍ୟାଣ ସମିତି, ପରିଚାଳନା କମିଟି ଓ କାର୍ଯ୍ୟନିର୍ବାହୀ କମିଟିର ଏକ ମିଳିତ ବୈଠକ ଅନୁଷ୍ଠିତ ହୋଇଯାଇଛି।!-->!-->!-->…
ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ପାଳନ ପ୍ରସ୍ତୁତି ବୈଠକ ଭଞ୍ଜନଗର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ…
ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା ) ଶାସକ ପ୍ରଶାସକ: ଚଳିତ ୮୦ ତମ ସ୍ୱାଧୀନତା ଦିବସ ଉତ୍ସବ ପାଳନକୁ ସୁଚାରୁ ଓ ଶୃଙ୍ଖଳିତ ଭାବେ ଆୟୋଜନ କରିବା ପାଇଁ ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ୨୭ ଜୁଲାଇ ୨୦୨୬ ସୋମବାର ଦିନ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ!-->!-->!-->…
ସିକୁଆଁ ବ୍ୟାରେଜ କୁ କୌଣସି ଶକ୍ତି ଅଟକାଇ ପାରିବେ ନାହିଁ
ଲୋକ ଓ ଚାଷୀଙ୍କ ହିତ ପାଇଁ ବ୍ୟାରେଜ ନିଶ୍ଚୟ ହେବ - ନରସିଂହ
ବଲାଙ୍ଗିର,୨୭/୭ - ସୋନଗଡ ନଦୀ ଉପରେ ପାଂଚ ବର୍ଷ ପୂର୍ବରୁ ସିକୁଆଁ ଠାରେ ଏ ଅଂଚଳର ଲୋକଙ୍କ ତଥା ଚାଷୀ ର ଜମିକୁ ପାଣି ଦେବା ପାଇଁ ଏକ ବ୍ୟାରେଜ ର ପରିକଳ୍ପନା କରାଯାଇଥିଲା । ବ୍ୟାରେଜ ନିର୍ମାଣ ପ୍ରସ୍ତୁତି ଚୁଡାନ୍ତ!-->!-->!-->…
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ
ବଲାଙ୍ଗିର: ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ ଓଡିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଅନୁଷ୍ଠିତ ହୋଇଯାଇଛି। ସ୍ନାତକସ୍ତରର ପ୍ରଥମ ବର୍ଷର କଳା ଏବଂ ବିଜ୍ଞାନ ବିଭାଗର ଛାତ୍ରୀମାନଙ୍କ ପ୍ରବେଶ ଉତ୍ସବ ଅଧ୍ୟକ୍ଷ ଡଃ ଅରବିନ୍ଦ କୁମାର ଓଝାଙ୍କ!-->…