Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଜଗତସିଂହପୁର ଠାରେ ଜିଲ୍ଲା ସ୍ତରୀୟ ସ୍ଵାଧୀନତା ଦିବସ ୨୦୨୬ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ
ଜଗତସିଂହପୁର ,ତା ୨୪.୦୭.୨୦୨୬ ରିଖ: ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ଶ୍ରୀ ଜେ. ସୋନାଲ ଆଗାମୀ!-->…
ନବୀନ ପଟ୍ଟନାୟକଙ୍କ କୃତୀତ୍ୱକୁ ନିଜର କହି ଓଡ଼ିଶାବାସୀଙ୍କୁ ବିଜେପି ଭ୍ରମିତ କରୁଛି: ବିଜେଡି
ନୀତି ଆୟୋଗର ଇନଭେଷ୍ଟମେଣ୍ଟ ଫ୍ରେଣ୍ଡଲିନେସ୍ ଇଣ୍ଡେକ୍ସ ରିପୋର୍ଟରେ ଓଡ଼ିଶାକୁ ୫ମ ସ୍ଥାନ ମିଳିବା ପ୍ରସଙ୍ଗ-ଓଡ଼ିଶାରେ ଶିଳ୍ପ କ୍ଷେତ୍ରରେ ଯେଉଁ ପରିବର୍ତ୍ତନ ଆସିଛି ତାହା ନବୀନ ପଟ୍ଟନାୟକଙ୍କ ଦୂରଦର୍ଶୀ ନେତୃତ୍ୱ ଓ ଦୀର୍ଘମିଆଦୀ ଶିଳ୍ପ ଯୋଜନାର ଫଳ-ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ!-->!-->!-->…
ବିଦ୍ୟାଳୟ ଶିକ୍ଷକ ଶୂନ୍ୟ, ପାଠପଢାରେ ଚରମ ଅବହେଳା
ଭୁବେନଶ୍ୱର, ତା ୨୪ା୦୭ା୨୦୨୬ : ରାଜ୍ୟରେ ନୂତନ ସରକାର ଆସିବା ପରେ ଲାଗୁ ହୋଇଛି ଜାତୀୟ ଶିକ୍ଷାନୀତି । ୨୦୨୬-୨୭ ଶିକ୍ଷାବର୍ଷରୁ ଏହା କାର୍ଯ୍ୟକାରୀ ହୋଇଛି । ସେହି ଅନୁସାରେ ଓଡ଼ିଶା ପାଠ୍ୟକ୍ରମ ଆଧାର-୨୦୨୫ ପ୍ରଣୟନ କରାଯାଇ ନୂତନ ପାଠ୍ୟପୁସ୍ତକ ଛପାଯାଇ ପିଲାଙ୍କ ମଧ୍ୟରେ ବଣ୍ଟନ କରାଯାଇଛି,!-->…
ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା : ସିଇସି
ଭୁବନେଶ୍ୱର, ଜୁଲାଇ ୨୪: ଉପକୂଳବର୍ତୀ ପଶ୍ଚିମବଙ୍ଗ ଓ ସଂଲଗ୍ନ ବଙ୍ଗୋପସାଗର ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟର ପ୍ରଭାବରେ ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉପକୂଳବର୍ତୀ ପଶ୍ଚିମବଙ୍ଗ ଓ ଉତର ଉପକୂଳ ଓଡ଼ିଶା ଅଂଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି!-->…
ଯୁବ ମାନସିକତା ଓ ଦୃଢ଼ ମନା ଯୁବ ସମାଜ ବିଷୟବସ୍ତୁକୁ ନେଇ ସୋଆରେ କର୍ମଶାଳା
ଭୁବନେଶ୍ୱର, ଜୁଲାଇ ୨୪: ଯୁବ ସମାଜର ମାନସିକ ସ୍ୱାସ୍ଥ୍ୟ, ଭାବନା ଓ ମାନସିକ ଚାପ, ଜୀବନଶୈଳୀ, ଡିଜିଟାଲ ସ୍ୱାସ୍ଥ୍ୟ ଭଳି ପ୍ରସଙ୍ଗକୁ ନେଇ ଶିକ୍ଷା \'ଓ\' ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ ବି ବିଶ୍ୱବିଦ୍ୟାଳୟ ପରିଚାଳିତ ସମ୍ ନର୍ସିଂ କଲେଜ ପକ୍ଷରୁ ଆୟୋଜିତ ନଅ ଦିନିଆ କର୍ମଶାଳା ସଫଳତାର ସହ!-->…
ପାରଳା ରାଜପ୍ରାସାଦ ପରିଦର୍ଶନ କଲେ ପରିବହନ ମନ୍ତ୍ରୀ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଖଣି ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ପାରଳାଖେମୁଣ୍ଡି ରାଜପ୍ରାସାଦ ପରିଦର୍ଶନ କରିଛନ୍ତି। ୧୮୪୩ ମସିହାରେ ନିର୍ମିତ ଏହି ରାଜପ୍ରାସାଦ ଅନେକ ମୂକସାକ୍ଷୀ ଛାଡ଼ି ଯାଇଛି। ସେ ଉତ୍କଳ ସମ୍ମିଳନୀର ଅଭୁଦୟ ହେଉ ନୂତନ ଓଡିଶା ପୁନଃର୍ଗଠନ ହେଉ!-->…
ସାଇ କା ଆଙ୍ଗନ୍ ପରିସରରେ ଗୁରୁଜୀ ଡ. ଚନ୍ଦ୍ରଭାନୁ ଶତପଥୀଙ୍କ ଦ୍ୱାରା ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା
ଗୁରୁଗ୍ରାମ: ଗୁରୁଗ୍ରାମସ୍ଥିତ ‘ସାଇ କା ଆଙ୍ଗନ୍’ ପରିସରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ପ୍ରତିଷ୍ଠା ହୋଇଯାଇଛି । ପାରମ୍ପରିକ ବୈଦିକ ରୀତି ନୀତି ଅନୁସାରେ ଗୁରୁଜୀ ଡ. ଚନ୍ଦ୍ରଭାନୁ ଶତପଥୀ ମନ୍ଦିର ପ୍ରାଙ୍ଗଣରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ!-->!-->!-->…
ପ୍ରଧାନ ଶିକ୍ଷକ ମାନଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ
"ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି"
ବଲାଙ୍ଗୀର,ତା.୨୩/୦୭/୨୦୨୬:ସ୍ଥାନୀୟ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲା ର ସମସ୍ତ ସରକାରୀ ମାଧ୍ୟମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମାନଙ୍କ ପାଇଁ ଦକ୍ଷତା!-->!-->!-->…
ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଟିକିରିରେ ଯୁବକ-ଯୁବତୀଙ୍କ ବିଶାଳ ପ୍ରତିବାଦ ରାଲି
ରାୟଗଡା ରୁ ବୈକୁଣ୍ଠ ଦୁରିଆ - ଦିଲ୍ଲୀର ଯନ୍ତର ମନ୍ତରରେ ଚାଲିଥିବା ପ୍ରତିବାଦର ସମର୍ଥନରେ କାଶୀପୁର ବ୍ଲକ ଅନ୍ତର୍ଗତ ଟିକିରି ଅଞ୍ଚଳରେ ଆଜି ବହୁ ସଂଖ୍ୟକ ଯୁବକ, ଯୁବତୀ ଓ ସାଧାରଣ ଲୋକଙ୍କ ଅଂଶଗ୍ରହଣରେ ଏକ ବିଶାଳ ପ୍ରତିବାଦ ରାଲି ଅନୁଷ୍ଠିତ ହୋଇଥିଲା। ରାଲିରେ ଅଂଶଗ୍ରହଣକାରୀମାନେ!-->!-->!-->…
କଲ୍କୀ ଅବତାରରେ ଭକ୍ତଙ୍କୁ ଦର୍ଶନ ଦେଲେ ଶ୍ରୀଜୀଉ : ସନ୍ଧ୍ୟା ଆଳତୀ ଓ ମୀନା ବଜାରର ମଜାନେଲେ ଶ୍ରଦ୍ଧାଳୁ
https://youtu.be/1LLO6PdIDQ4
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ସ୍ଥିତ ଗୁଣ୍ଡିଚାବାଡ଼ି ଠାରେ କଲ୍ଲକୀ ଅବତାରରେ ଭକ୍ତଙ୍କୁ ଦର୍ଶନ ଦେଲେ ଶ୍ରୀଜୀଉ। ଠାକୁରଙ୍କ କଲ୍ଲକୀ ଅବତାର ବେଶ ଦର୍ଶନ ଓ ଆଳତୀ ଦେଖିବା ପାଇଁ ସନ୍ଧ୍ୟାରେ!-->!-->!-->…