Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ବଲାଙ୍ଗିର (୦୬/୦୭): ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ବଲାଙ୍ଗୀର ସଦରମହକୁମା ସ୍ଥିତ ପଞ୍ଚାୟତ ସାଧନ କେନ୍ଦ୍ରର ବୈଠକ ଗୃହରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ବଲାଙ୍ଗିର ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଯୋଗଦେଇ ଜନସାଧାରଣଙ୍କ ସମସ୍ୟା…
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ
ପରିକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ
ନୂତନ ଭିତ୍ତିଭୂମି ଓ ରକ୍ଷଣାବେକ୍ଷଣ ର ଆବଶ୍ୟକତା ଅଛି - ନରସିଂହ
ଅଣ ଶିକ୍ଷକ କର୍ମଚାରୀ ଶିଘ୍ର ପୁରଣ କରନ୍ତୁ ସରକାର
ବଲାଙ୍ଗିର,୦୭/୭ - ଆଜି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ବଲାଙ୍ଗିର ସହର ସ୍ଥିତ ଟାଉନ ବାଳିକା ଏବଂ ଟାଉନ…
ଲଗାଣ ବର୍ଷା ପରେ ସକ୍ରିୟ ପୌର ପ୍ରଶାସନ; ତଳିଆ ଅଞ୍ଚଳ ବୁଲି ସ୍ଥିତି ସମୀକ୍ଷା କଲେ ପୌରାଧ୍ୟକ୍ଷା
ଝାରସୁଗୁଡ଼ା, ୭:ଗତ ତିନି ଦିନର ଲଗାଣ ବର୍ଷା ଯୋଗୁଁ ଝାରସୁଗୁଡ଼ା ସହରର ବିଭିନ୍ନ ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇ ଜନଜୀବନ ବ୍ୟାପକ ଭାବେ ପ୍ରଭାବିତ ହୋଇଛି। ବର୍ଷାଜଳ ନିଷ୍କାସନରେ ବାଧା ସୃଷ୍ଟି ହେବାରୁ ଅନେକ ସ୍ଥାନରେ ରାସ୍ତା ଉପରେ ପାଣି ବୋହିବା ସହ ଶତାଧିକ ଘରେ ପାଣି…
ଷ୍ଟାଣ୍ଡିଙ୍ଗ କମିଟି ବୈଠକ ରେ ପାରଳା ରେ ଆୟୁର୍ବେଦିକ ମେଡ଼ିକାଲ କଲେଜର ଭିତ୍ତିଭୂମିପ୍ରସ୍ତର କେବେହେବ ପ୍ରଶ୍ନ କଲେ…
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଭୁବନେଶ୍ୱର ସ୍ଥିତ ବିଧାନସଭା ସ୍ୱତନ୍ତ୍ରଗୃହ ଠାରେ ଷ୍ଟାଣ୍ଡିଙ୍ଗ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ଷ୍ଟାଣ୍ଡିଙ୍ଗ କମିଟି ବୈଠକ ବିଧାୟକ ବିଭୂତି ଭୂଷଣ ପ୍ରଧାନ ଙ୍କ ନେତୃତ୍ ରେ ଆୟୋଜିତ ହୋଇଥିଲା। ମାନ୍ୟବର ପାରଳା ବିଧାୟକ ରୁପେଶ…
୨୦୨୭ ଜନଗଣନା ଉପଲକ୍ଷେ ଜିଲ୍ଲା ଜନଗଣନା ପୁସ୍ତିକା ପ୍ରସ୍ତୁତି ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ…
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆସନ୍ତା ୨୦୨୭ ଜନଗଣନାକୁ ସୁଚାରୁ , ସଠିକ୍ ଓ ସଫଳ ଭାବେ ସମ୍ପାଦନ କରିବା ସହିତ ଜିଲ୍ଲା ଜନଗଣନା ପୁସ୍ତିକା ପ୍ରସ୍ତୁତି ନିମନ୍ତେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ…
ଆର୍.ସି.ଡି ଉଚ୍ଚ ବିଦ୍ୟାଳୟରେ ଓଡ଼ିଶା ସାହିତ୍ୟ ଏକାଡେମୀର ଜିଲ୍ଲା ସ୍ତରୀୟ “ସ୍ୱନକ୍ଷତ୍ର ଦିବସ” ପାଳିତ:…
ନବରଙ୍ଗପୁର,: ଓଡ଼ିଶା ସାହିତ୍ୟ ଏକାଡେମୀ ଆନୁକୂଲ୍ୟରେ ଏବଂ ଜିଲ୍ଲା ପ୍ରଶାସନର ସହଯୋଗରେ ସ୍ଥାନୀୟ ଆର୍.ସି.ଡି ଉଚ୍ଚ ବିଦ୍ୟାଳୟ ପରିସରରେ "ସ୍ୱନକ୍ଷତ୍ର ଦିବସ ୨୦୨୬" ମହାସମାରୋହରେ ପାଳିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ବ୍ୟାପକ ପ୍ରଚାର ପ୍ରସାର ତଥା ଛାତ୍ରଛାତ୍ରୀଙ୍କ…
ଗୋପାଳପୁର ବେଳାଭୂମି ସଫେଇ କାର୍ଯ୍ୟକ୍ରମ ରେ ଗଞ୍ଜାମ ଜିଲ୍ଲାପାଳଙ୍କ ଯୋଗଦାନ।
ଗଞ୍ଜାମ: କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଚଳିତ ସ୍ବଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ କୁ ଜିଲ୍ଲା ପ୍ରଶାସନ ତରଫରୁ ଗଞ୍ଜାମ ଜିଲ୍ଲାରେ ଜୋରସୋରରେ ଆଗେଇ ଚାଲିଛି। ଏହି ପରିପ୍ରେକ୍ଷୀରେ ଆଜି ଗୋପାଳପୁର ବେଳାଭୂମି ରେ ଏନ୍ ଏ ସି କର୍ମଚାରୀ ଓ ଗୋପାଳପୁର କଲେଜ ଛାତ୍ରଛାତ୍ରୀଙ୍କ ସହଯୋଗ…
ବେଲଗୁଣ୍ଠାର ବିଭିନ୍ନ ଶିକ୍ଷାନୁଷ୍ଠାନରେ ବନ ମହୋତ୍ସବ ପାଳନ
ବେଲଗୁଣ୍ଠା,୦୭/୦୭,-(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ଏବଂ ଏହାର ଆଖପାଖ ଅଞ୍ଚଳରେ ଥିବା ବିଭିନ୍ନ ଶିକ୍ଷାନୁଷ୍ଠାନରେ ବନ ମହୋତ୍ସବ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି। ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ତଥା ଜାତୀୟ ସେବା ଯୋଜନା…
ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ୪୬ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ
ପୁରୀ,୭/୭- ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଶ୍ରୀବିହାର, ପୁରୀର ୪୬ତମ ପ୍ରତିଷ୍ଠା ଦିବସ ଆଜି ବିଶ୍ୱବିଦ୍ୟାଳୟ ସଭାଗୃହରେ ମହାସମାରୋହରେ ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ଓଡ଼ିଶାର ମହାମହିମ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ…
ବନମହୋତ୍ସବ ସପ୍ତାହର ସମାପନୀରେ ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ
"ପ୍ରକୃତିର ସୁରକ୍ଷା ହିଁ ସୁସ୍ଥ ସମାଜର ମୂଳ ଆଧାର"
ପୁରୀ/ ବଳଙ୍ଗା, ୭/୭: ବନମହୋତ୍ସବ ସପ୍ତାହ–୨୦୨୬ର ସମାପନୀ ଅବସରରେ ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ, ବଳଙ୍ଗା ପ୍ରାଙ୍ଗଣରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଉତ୍ସାହର ସହ ଅନୁଷ୍ଠିତ ହୋଇଛି। ପରିବେଶ ସୁରକ୍ଷା ଓ ସବୁଜିମା ବୃଦ୍ଧିର…