Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଏମ୍.ଭି.-୭୯ ଜଳସେଚନ କଲୋନୀ ଖେଳ ପଡ଼ିଆର ମାପଚୁପ ଦାବି, ମିନି ଷ୍ଟାଡିଅମ ନିର୍ମାଣ ପାଇଁ ଉଠିଲା ଦାବି
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ଏମ୍.ଭି.-୭୯ ଇରିଗେସନ କଲୋନୀରେ ଥିବା ଖେଳ ପଡ଼ିଆକୁ ନେଇ ସ୍ଥାନୀୟ ଅଞ୍ଚଳରେ ଦାବି ଜୋର ଧରିଛି। ଉକ୍ତ ଖେଳ ପଡ଼ିଆର ସରକାରୀ ମାପଚୁପ କରି ସୀମା ନିର୍ଦ୍ଧାରଣ କରିବା ସହ ଏହାକୁ ସୁରକ୍ଷିତ କରିବା!-->…
ଜଗତସିଂହପୁର ରେ ସ୍ୱାୟତ୍ତ ଶାସନ ଦିବସ ୨୦୨୬ ପାଳିତ
ଜଗତସିଂହପୁର,ତା ୩୧।୮।୨୬:ଆଜି ଅପରାହ୍ନ ରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖସ୍ଥ ପଡ଼ିଆ ଠାରେ ଜଗତସିଂହପୁର ପୌର ପରିଷଦ ଆନୁକୂଲ୍ୟ ରେ ସ୍ୱାୟତ୍ତ ଶାସନ ଦିବସ ୨୦୨୬ ପାଳିତ ହୋଇଯାଇଛି। ଏହି ଅବସରରେ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ!-->…
ଓଡ଼ଗାଁ ଏନ୍ଏସିକୁ ମିଳିଲା ୨ କୋଟି ଟଙ୍କାର ପୁରସ୍କାର,
ସ୍ୱଚ୍ଛ, ସୁସ୍ଥ, ସବୁଜ ଓ ସୁନ୍ଦର ଓଡ଼ଗାଁ ଗଠନ ଉପରେ ଗୁରୁତ୍ୱ
ଜନସଚେତନତା ପାଇଁ ପୁସ୍ତିକା ପ୍ରକାଶନକୁ ବିଧାୟକ ଅରୁଣଙ୍କ ପରାମର୍ଶ,
ଓଡ଼ଗାଁ, ୩୧।୮(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି)କୁ ୨ କୋଟି ଟଙ୍କାର ପୁରସ୍କାର ମିଳିଛି।!-->!-->!-->!-->!-->…
ଅବସରପ୍ରାପ୍ତ ଅତିରିକ୍ତ ମଣ୍ଡଳ ଉନ୍ନୟନ ଅଧିକାରୀଙ୍କ ପରଲୋକ
ଓଡ଼ଗାଁ,୩୧।୮(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଶରଣକୁଳ ପଞ୍ଚାୟତ ଅଧୀନ ବାଉଁଶିଆ ଗ୍ରାମର ବରିଷ୍ଠ ନାଗରିକ ତଥା ଅବସରପ୍ରାପ୍ତ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୋପୀନାଥ ମିଶ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ସ୍ୱର୍ଗତ!-->…
ରେଳ ଷ୍ଟେସନରୁ ନିଖୋଜ ୭ ବର୍ଷୀୟା ନାବାଳିକା ଉଦ୍ଧାର, ଅଭିଯୁକ୍ତ ଗିରଫ
କଟକ: କଟକ ରେଳ ଷ୍ଟେସନରୁ ନିଖୋଜ ହୋଇଥିବା ୭ ବର୍ଷୀୟା ନାବାଳିକାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି କମିଶନରେଟ୍ ପୋଲିସ। ଏହି ଘଟଣାରେ ଜଣେ ୫୨ ବର୍ଷୀୟ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ନିଖୋଜ ଶିଶୁକୁ ଖୋଜିବା ପାଇଁ ପୋଲିସ ପକ୍ଷରୁ ତୁରନ୍ତ ୧୦ଟି ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଥିଲା।!-->!-->!-->…
ଭଞ୍ଜନଗର ସହର ପୈ।ରପରିଷଦ ତରଫରୁ ବର୍ଣ୍ଣାଢ଼୍ୟ ରେ ପାଳିତ ହେଲା ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ
ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା ) ଶାସକ ପ୍ରଶାସକ : ଚଳିତ ବର୍ଷ ଭଞ୍ଜନଗର ପୈ।ରପାଳିକ ତରଫରୁ ସ୍ୱାୟତ୍ତ ଶାସନ ଦିବସ ୨୦୨୬ ମହା ଆଡ଼ମ୍ବରରେ ଆକର୍ଷଣୀୟ ଭାବରେ ଅନୁଷ୍ଠିତ ହୋଇଅଛି । ଏହି ଅବସରରେ ଭଞ୍ଜନଗର ସହର ପୈ।ରପରିଷଦ ହୋଇଥିବା ହେତୁ ସମସ୍ତ ଜନସାଧାରଣଙ୍କୁ କୃତଜ୍ଞତା ଜ୍ଞାପନ କଲେ!-->!-->!-->…
ନିଜସ୍ୱ ରାଜସ୍ୱ ସଂଗ୍ରହରେ ୯୨% ବୃଦ୍ଧି: ଗୁଡାରୀ ଏନଏସିକୁ ମିଳିଲା ରାଜ୍ୟସ୍ତରୀୟ ସମ୍ମାନ ସହ ୨ କୋଟିର ପୁରସ୍କାର
ଗୁଡାରୀ (ରାୟଗଡ଼): ନିଜସ୍ୱ ରାଜସ୍ୱ (Own Source of Revenue–OSR) ସଂଗ୍ରହ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରି ରାୟଗଡ଼ ଜିଲ୍ଲାର ଗୁଡାରୀ ବିଜ୍ଞାପିତ ଅଞ୍ଚଳ ପରିଷଦ (NAC) ରାଜ୍ୟସ୍ତରରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି। ରାଜସ୍ୱ ସଂଗ୍ରହରେ ପ୍ରାୟ ୯୨ ପ୍ରତିଶତ ବୃଦ୍ଧି!-->…
ରାୟଗଡ଼ ପୌରପରିଷଦରେ ସ୍ୱାୟତ୍ତ ଶାସନ ଦିବସ-୨୦୨୬ ଆଡ଼ମ୍ବର ସହକାରେ ପାଳିତ
ରାୟଗଡ଼: ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପତ୍ର ସଂଖ୍ୟା ୨୪୨୩୭ ତାରିଖ:୨୫.୦୮.୨୦୨୬ ର ନିର୍ଦ୍ଦେଶକ୍ରମେ, ରାୟଗଡ଼ ପୌରପରିଷଦ ଅଡିଟୋରିୟମ୍ ପରିସରରେ ସ୍ୱାୟତ୍ତ ଶାସନ ଦିବସ-୨୦୨୬ ଅତ୍ୟନ୍ତ ଉତ୍ସାହ ଓ ଗୌରବର ସହିତ ଅନୁଷ୍ଠିତ ହୋଇଯାଇଛି।
ଏହି!-->!-->!-->!-->!-->…
କର୍ମରେ ପ୍ରମାଣ, ବିକାଶରେ ପରିଚୟ — ଆମ ବଲାଙ୍ଗୀର
ସ୍ୱାୟତ୍ତ ଶାସନ ଦିବସରେ ବଲାଙ୍ଗୀର ପୌର ପରିଷଦକୁ ଅଭିନନ୍ଦନ
ବଲାଙ୍ଗୀର: ସ୍ୱାୟତ୍ତ ଶାସନ ଦିବସର ଗୌରବମୟ ଅବସରରେ ବଲାଙ୍ଗୀର ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ସମସ୍ତ କାଉନସିଲର ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ସନ୍ତୋଷ ବେହେରାଙ୍କୁ ବିଭିନ୍ନ ମହଲରୁ ହାର୍ଦ୍ଦିକ!-->!-->!-->!-->!-->…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମମୁଖୀ ପ୍ରଶାସନ ଅଧୀନରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନୀଦ୍ର!-->…