Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ସ୍ୱାସ୍ଥ୍ୟ ସେବା : ଆମ୍ବୁଲାନ୍ସ ଆସିଲାନି ରୋଗୀର ଜୀବନ ଚାଲିଗଲା।
ଦୟନୀୟ ଭାବେ ଅସୁସ୍ଥ ପୁତ୍ର ମାଆ ଶବକୁ ଘୋଷାରି ଘୋଷାରି ନେଇ ଦାହ କଲା।
କେନ୍ଦୁଝର,ତା୧୭/୬- ଖୋଦ ମୁଖ୍ୟମନ୍ତ୍ରୀଙ୍କ ନିଜ ନିର୍ବାଚନ ମଣ୍ଡଳୀ କେନ୍ଦୁଝର ସହରରେ ସ୍ୱାସ୍ଥସେବାର ଏକ ବିକଳ ଚିତ୍ର ଏବେ ସାମ୍ନାକୁ ଆସୁଛି। ପ୍ରତିଦିନ ଏହିପରି ଅଭିଯୋଗ ଆସୁଥିଲେ ମଧ୍ୟ ଏହି ସ୍ପର୍ଶକାତର ଘଟଣା…
ସାନ୍ଦିପନି ଚୌଧୁରୀଙ୍କୁ ଇଂରାଜୀ ସାହିତ୍ୟରେ ଡକ୍ଟରେଟ୍ ସମ୍ମାନ
ଭୁବନେଶ୍ୱର, ଜୁନ୍ ୧୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନଷ୍ଟିଟ୍ୟୁଟ ଅଫ୍ ଟେକନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ ( ଆଇଟିଇଆର) ଅନ୍ତର୍ଗତ ସୋସିଆଲ୍ ସାଇନସ୍ ଓ ହୁ୍ୟମାନିଟିଜ୍ ବିଭାଗର ଇଂରାଜୀ ବିଭାଗର ଗବେଷକ ଛାତ୍ର ଶ୍ରୀଯୁକ୍ତ ସାନ୍ଦିପନି ଚୌଧୁରୀଙ୍କୁ ଡକ୍ଟରେଟ୍…
ଓଡିଆ ପାଠ୍ୟ ପୁସ୍ତରେ ଅକ୍ଷମଣୀୟ ତ୍ରୁଟି ପାଇଁ ଗଣଶିକ୍ଷାମନ୍ତ୍ରୀ ଇସ୍ତଫା ଦିଅନ୍ତୁ : କଳିଙ୍ଗସେନା
ଅଧିକାରୀଙ୍କ ବିରୁଦ୍ଧରେ ମାମଲା ରୁଜୁ ସହିତ କ୍ଷତି ଅର୍ଥ ଆଦାୟ ହେଉ
ଭୁବନେଶ୍ୱର, ତା ୧୭/୦୬/୨୦୨୬- ଓଡିଶାର ଛାତ୍ରଛାତ୍ରୀଙ୍କ ପାଇଁ ଓଡିଆ ଭାଷାରେ ପ୍ରକାଶିତ ପାଠ୍ୟପୁସ୍ତକରେ ଯେଉଁ ଅକ୍ଷମଣୀୟ ତ୍ରୁଟି ହୋଇଛି ସେଥିପାଇଁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ତୁରନ୍ତ ତାଙ୍କ ପଦରୁ ଇସ୍ତଫା…
ରାବାନାଜୁ ସ୍କୁଲ ସ୍ୱଚ୍ଛ ଓ ହରିତ ବିଦ୍ୟାଳୟ ରେଟିଂ ପ୍ରତିଯୋଗିତାରେ ଜାତୀୟ ସ୍ତରକୁ ମନୋନୀତ….
ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ/ଦେବେନ୍ଦ୍ର ନାୟକ): ସ୍ୱଚ୍ଛ ଓ ହରିତ ବିଦ୍ୟାଳୟ ରେଟିଂ ନିମନ୍ତେ ସର୍ବଭାରତୀୟ ସ୍ତରରେ କନ୍ଧମାଳ ଜିଲ୍ଲାରୁ ଘୁ.ଉଦୟଗିରି ଶିକ୍ଷା ବ୍ଲକ ଅନ୍ତର୍ଗତ ଏନଏସି ୧୨ ନମ୍ବର ୱାର୍ଡ଼ କନବାଗିରି ସ୍ଥିତ ରାବାନାଜୁ ପ୍ରାଥମିକ ବିଦ୍ୟାଳୟ ଜାତୀୟ ସ୍ତରରେ ମନୋନୀତ ହୋଇଛି…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ…
ବାଲେଶ୍ବର ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ
ବସ୍ତା, ତା: ୧୬/୦୬/୨୦୨୬: ଆଜି ପୂର୍ବାହ୍ନ ଘ: ୧୦.୦୦ ଟିକା ସମୟରେ ବାଲେଶ୍ୱର ଜିଲ୍ଲାର ବସ୍ତା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବାଲେଶ୍ୱର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ବସ୍ତା ପଞ୍ଚାୟତ ସମିତି ଅଧୀନସ୍ଥ ବିଭିନ୍ନ ଗ୍ରାମ…
ଆନ୍ତର୍ଜାତୀୟ ଯୋଗ ଦିବସ–୨୦୨୬ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ବାଲେଶ୍ୱର, ତା. ୧୬.୦୬.୨୦୨୬ :ଆସନ୍ତା ୨୧ ଜୁନ ୨୦୨୬ ତାରିଖ ସକାଳ ୭.୦୦ ଘଟିକାରେ ପାଳନ କରାଯିବାକୁ ଥିବା ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ–୨୦୨୬ କାର୍ଯ୍ୟକ୍ରମର ସଫଳ ଆୟୋଜନ ନିମନ୍ତେ ଆଜି ସନ୍ଧ୍ୟା ୬.୦୦ ଘଟିକାରେ ବାଲେଶ୍ୱର ଅତିରିକ୍ତ ଜିଲ୍ଲାପାଳଙ୍କ ଦପ୍ତରରେ ଏକ ପ୍ରସ୍ତୁତି…
ପାଇଲିପଡାରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ବେଲଗୁଣ୍ଠା,୧୬/୦୬, -(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ବ୍ଳକ୍ ପାଇଲିପଡ଼ା ପଞ୍ଚାୟତରେ ଗଞ୍ଜାମ ଜିଲ୍ଲା ପ୍ରଶାସନର ସୌଜନ୍ୟରେ ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବେଲଗୁଣ୍ଠା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସିଙ୍ଗିପୁର ହରି,…
ଉଣ୍ଡୁରୁକୋଣ୍ଡାରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର: ୩୨ଟି ଅଭିଯୋଗର ତୁରନ୍ତ ସମାଧାନ ପାଇଁ…
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କ ସମସ୍ୟାର ସରଳ ଓ ସ୍ଥାୟୀ ସମାଧାନ ପାଇଁ ଉଣ୍ଡୁରୁକୋଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ବିଶେଷ…
୧୭ତମ ଓଡ଼ଗାଁ କ୍ରିକେଟ ଲିଗ୍–୨୦୨୬;ରୋମାଞ୍ଚକର ଫାଇନାଲରେ ବ୍ରଦର୍ଶ ଇଲେଭେନ୍ ଚମ୍ପିୟାନ
ଓଡ଼ଗାଁ, ୧୬।୬(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲାର ଓଡ଼ଗାଁ ମିନି ଷ୍ଟାଡିୟମଠାରେ ରଘୁନାଥ ଆଥଲେଟିକ ଆସୋସିଏସନ୍ ଆନୁକୂଳ୍ୟରେ ଆୟୋଜିତ ୧୭ତମ ଓଡ଼ଗାଁ କ୍ରିକେଟ ଲିଗ୍ (ଓସିଏଲ୍)–୨୦୨୬ର ଫାଇନାଲ ମ୍ୟାଚ୍ ମଙ୍ଗଳବାର ଅପରାହ୍ନରେ ଅତ୍ୟନ୍ତ ରୋମାଞ୍ଚକର ଭାବେ ଅନୁଷ୍ଠିତ ହୋଇଥିଲା। ସଂଘର୍ଷ…