Browsing Category

ରାଜ୍ୟ

ବିଶ୍ୱର ଶ୍ରେଷ୍ଠ ୫% ବୈଜ୍ଞାନିକଙ୍କ ତାଲିକାରେ କିଟ୍‍ର ୪୫ ପ୍ରଫେସର

ଭୁବନେଶ୍ୱର, ୧୬ ।୬: ଗବେଷଣା ଓ ବିଜ୍ଞାନ ପ୍ରତି ଅବଦାନ ଆଧାରରେ ୨୦୨୫ ପାଇଁ ସାଇ-ର‌୍ୟାଙ୍କ ଗ୍ଲୋବାଲ ରେଜିଷ୍ଟ୍ରି ଦ୍ୱାରା ପ୍ରକାଶିତ ସମ୍ମାନଜନକ ‘ଗ୍ଲୋବାଲ୍ ସାଇଣ୍ଟିଷ୍ଟ୍ ଇଣ୍ଡେକ୍ସ’ର ବିଶ୍ୱର ଶ୍ରେଷ୍ଠ ୫ ପ୍ରତିଶତ ବୈଜ୍ଞାନିକ ତାଲିକାରେ କିଟ୍‍ ବିଶ୍ୱବିଦ୍ୟାଳୟର ୪୫ଜଣ ପ୍ରଫେସର ସ୍ଥାନ…

ବ୍ରହ୍ମପୁର ଚିକିତ୍ସା କ୍ଷେତ୍ରରେ ମାଇଲଖୁଂଟ :ସମ୍ ହସ୍ପିଟାଲରେ ହାଇ-ଟେକ୍ ନ୍ୟୁରୋସର୍ଜରୀ ଦ୍ୱାରା ୬୦ ବର୍ଷୀୟା…

ଭୁବନେଶ୍ୱର, ଜୁନ୍ ୧୬: ଆଂଚଳିକ ଚିକିତ୍ସା କ୍ଷେତ୍ରରେ ଏକ ବଡ଼ ସଫଳତା ସ୍ୱରୂପ, ବ୍ରହ୍ମପୁର, ଶୀତଳାପଲ୍ଲୀ ସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ କ୍ୟାମ୍ପସ୍‌-୩ ର ସର୍ଜିକାଲ୍ ଟିମ୍ ଦ୍ୱାରା ଜଣେ ୬୦ ବର୍ଷୀୟା ମହିଳାଙ୍କ ମସ୍ତିଷ୍କରୁ ବିପଜ୍ଜନକ ଟ୍ୟୁମରକୁ…

ସମ ଡାକ୍ତର ସ୍ୱରୂପ ପଟ୍ଟନାୟକ ପାଇଲେ ସେବା ରତ୍ନ ସମ୍ମାନ

ଭୁବନେଶ୍ୱର, ଜୁନ୍ ୧୬: ରଜ ଉପଲକ୍ଷେ ଜୟ ମାଆ ଭବାନୀ ଟ୍ରଷ୍ଟ ପକ୍ଷରୁ ନବମ ବାର୍ଷିକ ସେବା ରତ୍ନ ସମ୍ମାନ ଅନୁଷ୍ଠିତ ହୋଇଯାଇଥିବାବେଳେ ବିଶିଷ୍ଟ ଚିକିତ୍ସକ ଡାକ୍ତର ସ୍ୱରୂପ ପଟ୍ଟନାୟକଙ୍କୁ ୨୦୨୬ର ପ୍ରଥମ ସେବା ରତ୍ନ ସମ୍ମାନ ପ୍ରଦାନ କରାଯାଇଛି । ଜୟଦେବ ବିହାରସ୍ଥିତ ଓଡିଶୀ ରିସର୍ଚ୍ଚ ସେଂଟର…

ବାଲିମେଦ ଠାରେ ରଜ ମହୋତ୍ସବ ପାଳନ।

ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଳକ ଅନ୍ତର୍ଗତ ସ୍ଥାନୀୟ ବାଲିମେଦ ଠାରେ ୟେସ ଗ୍ରୁପ୍ ପକ୍ଷ ରୁ ରଜ ମହୋତ୍ସବ ପାଳନ ହୋଇ ଯାଇଛି। ୟେସ ଗ୍ରୁପ୍ ମୁଖ୍ୟ ରାଜୀବ କୁମାର ନାୟକ ଓ ଯୁବ ସମାଜ ସେବୀ ମନୋଜ ନାୟକ ଙ୍କ ନେତୃତ୍ବ ରେ ସକାଳେ ଗଣ ଦୌଡ ପ୍ରତିଯୋଗିତା ହୋଈ ଯାଇଛି। ଧାବିକା ଦୂତି…

ଟେବୁଲ ଟପ ଏକସର ସାଇଜ ଏବଂ ମକ ଡ୍ରିଲ ନିମନ୍ତେ ପ୍ରସ୍ତୁତି ବୈଠକ

ନବରଙ୍ଗପୁର,୧୬.୬.୨୦୨୬ : ନବରଙ୍ଗପୁର ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଶ୍ରଦ୍ଧାଞ୍ଜଳି ସାହୁଙ୍କ ଅଧ୍ୟକ୍ଷତାରେ ଟେବୁଲ ଟପ ଏକସର ସାଇଜ ଏବଂ ମକ ଡ୍ରିଲ ନିମନ୍ତେ ପ୍ରସ୍ତୁତି ବୈଠକ ଅଶୋକ ମେହେଟ୍ଟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା l ଆଗାମୀ ଅଠର ତାରିଖ ପୂର୍ବାହ୍ନରେ ଜିଲ୍ଲା ସ୍ତରୀୟ…

ଜାତୀୟ ସ୍ତରୀୟ ସ୍ୱଚ୍ଛ ଏବଂ ହରିତ ବିଦ୍ୟାଳୟ ପୁରସ୍କାର ପାଇଁ କେନ୍ଦୁଝର ଜିଲ୍ଲାରୁ ଫୁଲକଅଁଳେଇ ନୋଡାଲ ହାଇସ୍କୁଲ…

 କେନ୍ଦୁଝର,ତା୧୬/୬- ଜାତୀୟ ସ୍ତର ପାଇଁ ଚୟନ ହୋଇଥିବା ୧୯୧ଟି ବିଦ୍ୟାଳୟ ମଧ୍ୟରୁ ଓଡ଼ିଶାର କେବଳ ୧୦ଟି ବିଦ୍ୟାଳୟ (ମୟୂରଭଞ୍ଜ,ନୟାଗଡ଼, ଜଗତସିଂହପୁର,କେନ୍ଦ୍ରାପଡ଼ା, କେନ୍ଦୁଝର,ଖୋର୍ଦ୍ଧା,ସୋନପୁର, କନ୍ଧମାଳ,ସମ୍ବଲପୁର ଏବଂ ଗଜପତି ଜିଲ୍ଲାରୁ) ଚୟନ ହୋଇଥିବା ବେଳେ, କେନ୍ଦୁଝର ଜିଲ୍ଲାର…

ଝାରସୁଗୁଡ଼ା-ଧୁତରା ରାସ୍ତାରେ ଖାଲଖମା: ପ୍ରଶାସନର ଦୃଷ୍ଟି ନାହିଁ ଜମା

 ଝାରସୁଗୁଡ଼ା :ଝାରସୁଗୁଡ଼ା ଜିଲ୍ଲାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ସଂଯୋଗକାରୀ ସଡ଼କ ଝାରସୁଗୁଡ଼ା-ଧୁତରା ରାସ୍ତା ଏବେ ଚରମ ଅବ୍ୟବସ୍ଥା ଓ ଅବହେଳାର ଶିକାର ହୋଇପଡ଼ିଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଜିଲ୍ଲାପାଳ କାର୍ଯ୍ୟାଳୟ, ଏସପି ଅଫିସ, ବିଭିନ୍ନ ବ୍ୟାଙ୍କ ଓ ପ୍ରମୁଖ ସରକାରୀ ପ୍ରତିଷ୍ଠାନକୁ…

ରାଇରଙ୍ଗପୁରରେ ଲଜ୍ଜ୍ୟା, ନାବାଳିକାକୁ ଗଣଦୁଷ୍କର୍ମ:ନାବାଳିକା ସହମତିରେ ଘଟଣା ଘଟିବା ନେଇ ପୋଲିସର ପ୍ରତିକ୍ରିୟାକୁ…

 ନାବାଳିକା ରାଇରଙ୍ଗପୁର ମେଡିକାଲରେ ଭର୍ତ୍ତି  ପୋଲିସର ଅବହେଳାକୁ ନେଇ ଗର୍ଜିଲା ବିଜେଡି ଭୁବନେଶ୍ୱର, ୧୬/୦୬/୨୦୨୬: ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ଜଣେ ୧୨ ବର୍ଷୀୟା ନାବାଳିକାଙ୍କ ସହ ଦୁଷ୍କର୍ମ ଅଭିଯୋଗ ସମଗ୍ର ରାଜ୍ୟକୁ ସ୍ତବ୍ଧ କରିଛି। ଏହି ଘଟଣା ରାଜ୍ୟରେ ମହିଳା…

ବିଭିନ୍ନ ସ୍ଥାନରେ ରଜ ଉତ୍ସବ ମହାଆଡମ୍ବରରେ ପାଳିତ

https://youtu.be/5HmKjXo0OXE ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ଅଗ୍ରଣୀ ଅନୁଷ୍ଠାନ "ଆକାଂକ୍ଷା" ମହିଳା ସଂଗଠନ ପକ୍ଷରୁ ଅନୁଷ୍ଠାନର ସଭାପତି ଶ୍ରୀମତୀ ଆଶାଲତା ପାଣୀଗ୍ରାହୀଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ମହାରାଜାଙ୍କ ଉଚ୍ଚ ବାଳକ ବିଦ୍ୟାଳୟର ସଭାଗୃହରେ…

ସମଲେଇ ନୃତ୍ୟକଳା ପରିଷଦରେ “ରଜ ଉତ୍ସବ” ମହାଆଡମ୍ବରରେ ପାଳିତ

https://youtu.be/YblOtw0XiP8  ପାରଳାଖେମୁଣ୍ଡି / ରଜ ପର୍ବ ପାଇଁ ସମଗ୍ର ପାରଳାଖେମୁଣ୍ଡି ସହର ଓ ଆଖପାଖ ଅଞ୍ଚଳ ଉତ୍ସବ ମୁଖର ଓ ଚଳଚଞ୍ଚଳ ହୋଇ ଉଠିଛି। ତିନିଦିନ ଧରି ଏହି ରଜ ପର୍ବ ଅତି ଧୁମ୍ ଧାମରେ ପାଳିତ ହୋଇ ଆସିଥିବା ବେଳେ ଏଥିରେ ଛୋଟ ଝିଅ ମାନଙ୍କ ଠାରୁ ଆରମ୍ଭ କରି ଯୁବତୀ ,…